Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା କଟକ-ପାରାଦୀପ ରେଳ ମାର୍ଗ ଯାଞ୍ଚ
ଆଜିର ଖବର

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା କଟକ-ପାରାଦୀପ ରେଳ ମାର୍ଗ ଯାଞ୍ଚ

December 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଆଜି ପାରାଦୀପ ଗସ୍ତରେ ଯାଇ କଟକ-ପାରାଦୀପ ରେଳ ମାର୍ଗରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ନୀରିକ୍ଷଣ କରିଛନ୍ତି। ଏହି ସମୟରେ ଟ୍ରାଫିକ ସୁବିଧା ତଥା ବିନା କୌଣସି ପ୍ରତିବନ୍ଧକରେ ଟ୍ରେନ ଚଳାଚଳ ଏବଂ ରେଳବାଇର ବିଭିନ୍ନ ବିକାଶମୂଳକ କାର୍ଯ୍ୟକଳାପ ସମ୍ବନ୍ଧରେ ଆଲୋଚନା କରିଛନ୍ତି।

ଶ୍ରୀ ସୁନକର ମଧ୍ୟ ପାରାଦୀପ ଅଞ୍ଚଳରେ ରେଳବାଇର ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ସମୀକ୍ଷା ଓ ନୀରିକ୍ଷଣ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସହିତ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ଶ୍ରୀ ସୁନକର ରେଳବାଇର ବିଭିନ୍ନ ଷ୍ଟେକ ହୋଲ୍ଡର (ସହଭାଗୀ) ମାନଙ୍କର ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ଏବଂ ପଣ୍ୟ ବୋଝେଇ ଓ ପଣ୍ୟ ବୋଝ ଉତାରିବା (ଅନଲୋଡିଂ) ପାଇଁ ବିଭିନ୍ନ ରେଳ ସାଇଡିଙ୍ଗ ପରିଦର୍ଶନ କରିଥିଲେ। ପରିବହନ ଏବଂ ଟ୍ରାଫିକ ସୁବିଧା କ୍ଷେତ୍ରରେ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ସେ ସହଭାଗୀ ମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଏବଂ ପ୍ରକଳ୍ପ ଗୁଡିକର କାର୍ଯ୍ୟ ଶୀଘ୍ର ସମାପ୍ତ କରାଇବା ଓ ପରିବହନ ସୁବିଧା କରାଇ ଏହାର ବୃଦ୍ଧି ଘଟାଇବା ସହ ରାଜସ୍ୱ ବୃଦ୍ଧି ପାଇଁ ରେଳ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।

ପାରାଦୀପ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ରୂପ ନାରାୟଣ ସୁନକର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍‌ ନିଷ୍ପତ୍ତି: ଜେୱାର ବିମାନବନ୍ଦର ନୂଆ ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’

October 9, 2026

ଭାରତୀୟ ବଂଶୋଦ୍ଭବ ନବନେଥେମ୍‌ ପିଲ୍ଲେ ପାଇବେ ୨୦୨୬ ନୋବେଲ ଶାନ୍ତି ପୁରସ୍କାର

October 9, 2026

GST ନିୟମରେ ବଡ଼ କଥା! ଏହି ସାମଗ୍ରୀ ଓ ସେବା ଉପରେ ଲାଗେନି ଟିକସ

October 9, 2026

RBI ରେପୋ ରେଟ୍ ବଢ଼ିଲା, ମହଙ୍ଗା ହେବ ଋଣ! BoB, PNB ସମେତ ଅନେକ ବ୍ୟାଙ୍କ ବଢ଼ାଇଲେ ସୁଧ ହାର

October 9, 2026
Latest News

କ୍ୟାବିନେଟ୍‌ ନିଷ୍ପତ୍ତି: ଜେୱାର ବିମାନବନ୍ଦର ନୂଆ ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’

October 9, 2026

ଭାରତୀୟ ବଂଶୋଦ୍ଭବ ନବନେଥେମ୍‌ ପିଲ୍ଲେ ପାଇବେ ୨୦୨୬ ନୋବେଲ ଶାନ୍ତି ପୁରସ୍କାର

October 9, 2026

GST ନିୟମରେ ବଡ଼ କଥା! ଏହି ସାମଗ୍ରୀ ଓ ସେବା ଉପରେ ଲାଗେନି ଟିକସ

October 9, 2026

କିଡନୀ ସୁସ୍ଥ ରଖିବାକୁ ଚାହୁଁଛନ୍ତି? ଦୈନନ୍ଦିନ ଜୀବନରେ କରନ୍ତୁ ଏହି ସରଳ ପରିବର୍ତ୍ତନ

October 9, 2026

RBI ରେପୋ ରେଟ୍ ବଢ଼ିଲା, ମହଙ୍ଗା ହେବ ଋଣ! BoB, PNB ସମେତ ଅନେକ ବ୍ୟାଙ୍କ ବଢ଼ାଇଲେ ସୁଧ ହାର

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.