Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ପଦ୍ମପୁର ଉପନିର୍ବାଚନ ପ୍ରଚାରକୁ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଆସନ୍ତାକାଲି ପଦ୍ମପୁର ଉପନିର୍ବାଚନ ପ୍ରଚାରକୁ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

December 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
odisha cm naveen
ଆସନ୍ତାକାଲି ପଦ୍ମପୁର ଉପନିର୍ବାଚନ ପ୍ରଚାରକୁ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆସନ୍ତାକାଲି ବହୁ ଚର୍ଚ୍ଚିତ ପଦ୍ମପୁର ଉପନିର୍ବାଚନ ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ପଦମପୁର ନିର୍ବାଚନମଣ୍ଡଳୀର ତିନିଟି ସ୍ଥାନରେ ପ୍ରଚାର କରିବେ। ସେଗୁଡିକ ହେଲା ପଦ୍ମପୁରର ତିନୋଟି ବ୍ଲକ ପାଇକମାଳ, ଝାରବନ୍ଧ ଓ ପଦ୍ମପୁର। ଝାରବନ୍ଧ ବ୍ଲକ ଶକ୍ତି ଛକ ପଡିଆ ଠାରେ ପୂର୍ବାହ୍ନରେ ଏକ ବିଶାଳ ଜସମାଗମକୁ ଉଦବୋଧନ ଦେବେ।

ନବୀନ ପଟ୍ଟନାୟକ ପ୍ରଚାରକୁ ଯାଉଥିବାରୁ ପଦ୍ମପୁର ବିଜେଡିରେ ବେଶ ଉତ୍ସାହ ଖେଳି ଯାଇଛି। ବିଶେଷ କରି ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବେଶୀ ଉତ୍ସାହିତ ଅଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦେଖି ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି।

Padampur Byelection ଉପନିର୍ବାଚନ ପ୍ରଚାରରେ ନବୀନ ପଦ୍ମପୁର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.