Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଆଜିର ଖବର

ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

December 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି।

ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ର ରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା। ଝରଣା ଦାସ ଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା। ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ ,ଜଗତ ରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି।

ସ୍ଵର୍ଗତଃ ଝରଣା ଦାସ ଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Jharana Das ଝରଣା ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026
Latest News

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.