Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଓଏସ୍‍-୦୬ ଉପଗ୍ରହ ଉଠାଇଥିବା ଚମତ୍କାର ଚିତ୍ରକୁ ସେୟାର କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଇଓଏସ୍‍-୦୬ ଉପଗ୍ରହ ଉଠାଇଥିବା ଚମତ୍କାର ଚିତ୍ରକୁ ସେୟାର କଲେ ପ୍ରଧାନମନ୍ତ୍ରୀ

December 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ ଉତକ୍ଷେପଣ ହୋଇଥିବା ଇଓଏସ୍‍-୦୬ ଉପଗ୍ରହର ଚିତ୍ରକୁ ସେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମହାକାଶ ପ୍ରଯୁକ୍ତିବିଦ୍ୟା ଜଗତରେ ଏହି ଅଗ୍ରଗତି ବାତ୍ୟାର ପୂର୍ବାନୁମାନ କରିବାରେ ସହାୟକ ହେବ ଏବଂ ଉପକୂଳ ଅର୍ଥନୀତିକୁ ମଧ୍ୟ ପ୍ରୋତ୍ସାହିତ କରିବ।

Have you come across breathtaking images from the recently launched EOS-06 satellite? Sharing some beautiful images of Gujarat. These advances in the world of space technology will help us to better predict cyclones and promote our coastal economy too. @isro pic.twitter.com/JD6eu7JzOK

— Narendra Modi (@narendramodi) December 2, 2022

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ନିକଟରେ ଉତକ୍ଷେପଣ ହୋଇଥିବା ଇଓଏସ୍‍-୦୬ ଉପଗ୍ରହର ଚମତ୍କାର ଚିତ୍ରକୁ ଆପଣ ଏବେ ଦେଖିଛନ୍ତି କି? ଗୁଜୁରାଟର କିଛି ସୁନ୍ଦର ଚିତ୍ର ସେୟାର କରୁଛି। ମହାକାଶ ପ୍ରଯୁକ୍ତିବିଦ୍ୟା ଜଗତରେ ଏହି ଅଗ୍ରଗତି ଆମକୁ ବାତ୍ୟାର  ପୂର୍ବାନୁମାନ  କରିବାରେ  ସାହାଯ୍ୟ  କରିବ ଏବଂ ଆମର ଉପକୂଳ ଅର୍ଥନୀତିକୁ ମଧ୍ୟ ପ୍ରୋତ୍ସାହିତ କରିବ।”

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.