Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଓଏସ୍‍-୦୬ ଉପଗ୍ରହ ଉଠାଇଥିବା ଚମତ୍କାର ଚିତ୍ରକୁ ସେୟାର କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଇଓଏସ୍‍-୦୬ ଉପଗ୍ରହ ଉଠାଇଥିବା ଚମତ୍କାର ଚିତ୍ରକୁ ସେୟାର କଲେ ପ୍ରଧାନମନ୍ତ୍ରୀ

December 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ ଉତକ୍ଷେପଣ ହୋଇଥିବା ଇଓଏସ୍‍-୦୬ ଉପଗ୍ରହର ଚିତ୍ରକୁ ସେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମହାକାଶ ପ୍ରଯୁକ୍ତିବିଦ୍ୟା ଜଗତରେ ଏହି ଅଗ୍ରଗତି ବାତ୍ୟାର ପୂର୍ବାନୁମାନ କରିବାରେ ସହାୟକ ହେବ ଏବଂ ଉପକୂଳ ଅର୍ଥନୀତିକୁ ମଧ୍ୟ ପ୍ରୋତ୍ସାହିତ କରିବ।

Have you come across breathtaking images from the recently launched EOS-06 satellite? Sharing some beautiful images of Gujarat. These advances in the world of space technology will help us to better predict cyclones and promote our coastal economy too. @isro pic.twitter.com/JD6eu7JzOK

— Narendra Modi (@narendramodi) December 2, 2022

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ନିକଟରେ ଉତକ୍ଷେପଣ ହୋଇଥିବା ଇଓଏସ୍‍-୦୬ ଉପଗ୍ରହର ଚମତ୍କାର ଚିତ୍ରକୁ ଆପଣ ଏବେ ଦେଖିଛନ୍ତି କି? ଗୁଜୁରାଟର କିଛି ସୁନ୍ଦର ଚିତ୍ର ସେୟାର କରୁଛି। ମହାକାଶ ପ୍ରଯୁକ୍ତିବିଦ୍ୟା ଜଗତରେ ଏହି ଅଗ୍ରଗତି ଆମକୁ ବାତ୍ୟାର  ପୂର୍ବାନୁମାନ  କରିବାରେ  ସାହାଯ୍ୟ  କରିବ ଏବଂ ଆମର ଉପକୂଳ ଅର୍ଥନୀତିକୁ ମଧ୍ୟ ପ୍ରୋତ୍ସାହିତ କରିବ।”

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭାରେ ଉଠିଲା ଓଡିଶାର ଭୂତଳ ଜଳସ୍ତର ହ୍ରାସ ପ୍ରସଂଗ, ଉତ୍ତରରେ ଜଳଶକ୍ତି ମନ୍ତ୍ରୀ କହିଲେ..

December 1, 2025

ପୂର୍ବତଟ ରେଳପଥ ଆୟୋଜନ କଲା ଦ୍ୱିତୀୟ ନୀଳାଦ୍ରି କପ୍ T-20 ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍

December 1, 2025

Lok Sabha Adjourned: ଭୋଟର ତାଲିକା ସଂଶୋଧନ ନେଇ ତାତିଲେ ବିରୋଧୀ, ଲୋକସଭା ମୁଲତବି

December 1, 2025

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

December 1, 2025
Latest News

Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଉଦଘାଟିତ ହେଲା ସୁଭଦ୍ରା ଶକ୍ତି ମେଳା

December 1, 2025

Konark Sand Art Festival: କୋଣାର୍କରେ ଉଦଘାଟିତ ହେଲା ବାଲୁକା କଳା ଉତ୍ସବ

December 1, 2025

Konark Festival Inauguration: ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦଘାଟିତ ହେଲା କୋଣାର୍କ ଉତ୍ସବ

December 1, 2025

SOA Yuva Sahitya Sammana: ସୂର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ପ୍ରଦାନ କରାଗଲା ସୋଆ ଯୁବ ସାହିତ୍ୟ ସମ୍ମାନ 

December 1, 2025

AIDS Awareness Program: ବ୍ରହ୍ମପୁରରେ ଏଡସ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

December 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.