Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଭୁବନେଶ୍ବର କମିଶନରେଟ ପୋଲିସରେ ବଡ ଧରଣର ଅଦଳ ବଦଳ
ଆଜିର ଖବର

କଟକ ଭୁବନେଶ୍ବର କମିଶନରେଟ ପୋଲିସରେ ବଡ ଧରଣର ଅଦଳ ବଦଳ

December 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
CP Office
କଟକ ଭୁବନେଶ୍ବର କମିଶନରେଟ ପୋଲିସରେ ବଡ ଧରଣର ଅଦଳ ବଦଳ

ଭୁବନେଶ୍ବର: ଆଜି କଟକ ଭୁବନେଶ୍ବର କମିଶନେରଟ ପୋଲିସ ଭିତରେ ଏକ ବଡ ଧରଣର ଅଦଳବଦଳ ହୋଇଛି। ଏଥିରେ କୋଡିଏ ଜଣ ଅଧିକାରୀଙ୍କ ମଧ୍ୟରେ ଏହି ଅଦଳବଦଳ ହୋଇଛି। ଯେଉଁମାନେ ବଦଳି ହୋଇଛନ୍ତି ସେମାନେ ହେଲେ

ଏହି ଅଦଳବଦଳରେ ପୋଲିସ ଆଇଆଇସି ସହିତ ଏସିପି ମଧ୍ୟ ରହିଛନ୍ତି। ଏହିମାନଙ୍କ ମଧ୍ୟରୁ ଅନେକ ଦୀର୍ଘ ଦିନ ଧରି କମିଶନରେଟ ପୋଲିସରେ କାର୍ଯ୍ୟ କରୁଥିଲେ।

ଯେଉଁ ଅଧିକାରୀଙ୍କୁ ବଦଳି କରାଯାଇଛି ସେମାନଙ୍କୁ ତୁରନ୍ତ ନୂତନ ସ୍ଥାନରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

COMMISIONRATEPOLICE କଟକ ଭୁବନେଶ୍ବର ପୋଲିସ ପୋଲିସ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026
Latest News

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.