Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ନୂତନ ଡ଼ିଆଇପିଆରଓଙ୍କ କାର୍ଯ୍ୟରେ ଯୋଗଦାନ
ଆଜିର ଖବର

ଖୋର୍ଦ୍ଧାରେ ନୂତନ ଡ଼ିଆଇପିଆରଓଙ୍କ କାର୍ଯ୍ୟରେ ଯୋଗଦାନ

December 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଗତକାଲି ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରିଣୀ (ଡ଼ିଆଇପିଆରଓ) ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ। ବିଦାୟୀ ଡ଼ିଆଇପିଆରଓ ଜିତେନ୍ଦ୍ରିୟ ଜେନାଙ୍କ ଠାରୁ ଦାଇତ୍ୱ ଗ୍ରହଣ କରିବା ପରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ବହୁ ସାମ୍ବାଦିକ ମାନେ ଶ୍ରୀମତୀ ଆଚାର୍ଯ୍ୟଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।

ଶ୍ରମତି ଆଚାର୍ଯ୍ୟ ଏହା ପୂର୍ବରୁ ମାଲକାନଗିରି ଜିଲ୍ଲାରେ ଡ଼ିଆଇପିଆରଓ ଭାବେ କାର୍ଯ୍ୟରତ ଥିଲେ। ରାଜ୍ୟ ରାଜଧାନୀ ଉକ୍ତ ଜିଲ୍ଲା ଅଧୀନରେ ଆସୁଥିବା ବେଳେ ଖୋର୍ଦ୍ଧା ଏକ ଐତିହ୍ୟ ଜିଲ୍ଲା ଭାବେ ରାଜ୍ୟରେ ପରିଗଣିତ। ତେଣୁ ଏପରି ଏକ ଜିଲ୍ଲାରେ କାର୍ଯ୍ୟକରିବା ନିଶ୍ଚିତ ଗର୍ବର ବିଷୟ ବୋଲି କହିଛନ୍ତି ଶ୍ରୀମତୀ ଆଚାର୍ଯ୍ୟ।

ଅନୁରୂପ ଭାବେ ଜିଲ୍ଲାର ବିଭିନ୍ନ ସମସ୍ୟା ଯାହାକି ଗଣମାଧ୍ୟମରେ ପ୍ରକାଶିତ ହେଉଛି ତାହାକୁ କିପରି ଜିଲ୍ଲା ପ୍ରଶାସନକୁ ଅବଗତ କରାଯାଇ ତ୍ୱରିତ ସମାଧାନ କରାଯାଇପାରିବ ସେ ଦିଗରେ ବିଶେଷ ଧ୍ୟାନ ଦେବେ ବୋଲି ଶ୍ରୀମତୀ ଆଚାର୍ଯ୍ୟ କହିଛନ୍ତି।

ସୂଚନା ଥାଉକି ଦୁଇ ଦିନ ତଳେ ଖୋର୍ଦ୍ଧାର ପୂର୍ବତନ ଡ଼ିଆଇପିଆରଓ ଜିତେନ୍ଦ୍ରିୟ ଜେନାଙ୍କ ମୁଖ୍ୟ ଶାସନ ସଚିବଙ୍କ ପିଆରଓ ଭାବେ ବଦଳି ହୋଇଛି।

କାର୍ଯ୍ୟରେ ଯୋଗଦାନ ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନଙ୍କ ବଡ କାର୍ଯ୍ୟାନୁଷ୍ଠାନ: ଦଳ ବିରୋଧୀ କାର୍ଯ୍ୟ ପାଇଁ ପୁଣି ଜଣେ ନିଲମ୍ବନ

February 8, 2026

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026
Latest News

ନିଷ୍ପତ୍ତି ବଦଳାଇପାରେ ପିସିବି: ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ୍ ଉପରେ ବଡ଼ ଅପଡେଟ୍

February 8, 2026

କଂଗ୍ରେସ ସାଂସଦ ଗୌରବ ଗୋଗୋଇଙ୍କ ପାକିସ୍ତାନ ଲିଙ୍କ୍?: ତଦନ୍ତ ଉପରେ ବଡ଼ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ

February 8, 2026

ନବୀନଙ୍କ ବଡ କାର୍ଯ୍ୟାନୁଷ୍ଠାନ: ଦଳ ବିରୋଧୀ କାର୍ଯ୍ୟ ପାଇଁ ପୁଣି ଜଣେ ନିଲମ୍ବନ

February 8, 2026

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.