Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦମପୁରରେ ଚାଲିଛି ଭୋଟ ଗ୍ରହଣ, ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ
ଆଜିର ଖବର

ପଦମପୁରରେ ଚାଲିଛି ଭୋଟ ଗ୍ରହଣ, ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ

December 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଦମପୁରରେ ଚାଲିଛି ଭୋଟ ଗ୍ରହଣ, ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ

ଭୁବନେଶ୍ୱର: ଆଜି ସକାଳ ୭ଟାରୁ ପଦ୍ମପୁର ଉପନିର୍ବାଚନ ପାଇଁ ଚାଲିଛି ମତଦାନ। ସକାଳୁ ସକାଳୁ ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ଭୋଟର। ପ୍ରଥମେ ଆଜି ସକାଳୁ ଭୋଟ ଗ୍ରହଣ କେନ୍ଦ୍ରରେ ମକ୍‌ ପୋଲ୍ କରାଯାଇଥିଲା। ଏହାପରେ ସକାଳ ୭ରୁ ଆରମ୍ଭ ହୋଇଥିଲା ଭୋଟଗ୍ରହଣ। ତେବେ ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି ।

ପଦ୍ମପୁର ଉପନିର୍ବାଚନରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି ଅପରାହ୍ନ ୪ଟାରେ ଚାଲିବ। ଏହି ନିର୍ବାଚନମଣ୍ଡଳୀର କିଛି ଅଞ୍ଚଳ ମାଓବାଦୀପ୍ରବଣ ହୋଇଥିବାରୁ ମତଦାନ ସମୟ ୧ ଘଣ୍ଟା ହ୍ରାସ କରାଯାଇଛି। ୩୧୯ କେନ୍ଦ୍ରରେ ଭୋଟ୍‌ ଗ୍ରହଣ ହେଉଛି। ମତଦାନ ପରିଚାଳନା ପାଇଁ ୧୨୭୬ ଅଧିକାରୀ ନିଯୁକ୍ତ ହୋଇଛନ୍ତି। ପ୍ରତି ବୁଥ୍‌ରେ ୪ଜଣ ଅଧିକାରୀ ରହିବା ସହ ୧୨୮ଜଣ ଅଧିକାରୀଙ୍କୁ ସଂରକ୍ଷିତ ରଖାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ମୃତ

April 12, 2026

ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ବିଫଳ

April 12, 2026

ବନ୍ତାରା ପକ୍ଷରୁ ବନ୍ୟପ୍ରାଣୀ ଏବଂ ପଶୁଚିକିତ୍ସା ବିଜ୍ଞାନ ପାଇଁ ବିଶ୍ୱର ପ୍ରଥମ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଶୁଭାରମ୍ଭ

April 12, 2026
Latest News

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ମୃତ

April 12, 2026

ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ବିଫଳ

April 12, 2026

ବନ୍ତାରା ପକ୍ଷରୁ ବନ୍ୟପ୍ରାଣୀ ଏବଂ ପଶୁଚିକିତ୍ସା ବିଜ୍ଞାନ ପାଇଁ ବିଶ୍ୱର ପ୍ରଥମ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଶୁଭାରମ୍ଭ

April 12, 2026

ଦେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବା ଅଭିଯୋଗରେ ଭୁବନେଶ୍ବରରୁ ଅଭିଯୁକ୍ତକୁ ଗିରଫ କଲା ଦିଲ୍ଲୀ ପୁଲିସ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.