Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ମହାନଗର ନିଗମ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
ଆଜିର ଖବର

ଭୁବନେଶ୍ୱର ମହାନଗର ନିଗମ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

December 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ମହାନଗର ନିଗମ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୨ ପାଳିତ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ-୨୦୨୨ ସରକାରୀ ଉଚ୍ଚ ବିଦ୍ୟାଳୟ ବଡଗଡଠାରେ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଓ ବଡଗଡ ଉଚ୍ଚ ବିଦ୍ୟାଳୟ ଆଲୁମିନି ସଭାପତି ଶ୍ରୀ ପ୍ରତାପ କୁମାର ଜେନା ଏବଂ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ପତାକା ଉତ୍ତୋଳନ ପୂର୍ବକ ଉତ୍ସବର ଶୁଭ ଉଦ୍ଘାଟନ କରିଥିଲେ।

ଏହି ପରିପ୍ରେକ୍ଷୀରେ ସ୍ୱତନ୍ତ୍ର ସହାୟତା ଆବଶ୍ୟକ କରୁଥିବା ଛାତ୍ରଛାତ୍ରୀମାନଙ୍କର ସାମଗ୍ରିକ ବିକାଶ ଲକ୍ଷ୍ୟରେ ଆୟୋଜିତ କାର୍ଯ୍ୟକ୍ରମ“ମହକମେଳା”କୁ ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ ଉଦ୍ଘାଟନ କରିଥିଲେ। ଶିକ୍ଷାର୍ଥୀମାନଙ୍କର ସୃଜନଶୀଳ ସ୍ୱପ୍ନ,ଶିକ୍ଷକଶିକ୍ଷୟିତ୍ରୀ ଓ ଅଭିଭାବକମାନଙ୍କର ଅନୁଭବକୁ ସାଉଁଟିଥିବା ପତ୍ରିକା “ମନର କଥା” ଅତିଥିମାନଙ୍କ ଦ୍ୱାରା ଶୁଭ ଉନ୍ମୋଚିତ ହୋଇଥିଲା।

ପରିଶେଷରେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଉପସଭାପତି ଶ୍ରୀମତୀ ସଙ୍ଗୀତା ଦାଶପୁରସ୍କାର ବିତରଣ କରିଥିଲେ। ସରକାରୀ ଉଚ୍ଚ ବିଦ୍ୟାଳୟ, ବଡଗଡର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବନଜା ମଂଜରୀ ସାହୁ ତଥା ବିଦ୍ୟାଳୟର ସମସ୍ତ କର୍ମଚାରୀ, ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ,ସମ୍ବଳ ଶିକ୍ଷକଶିକ୍ଷୟିତ୍ରୀ, ଭୁବନେଶ୍ୱର ଗୋଷ୍ଠୀ ଶିକ୍ଷାକାର‌୍ୟ୍ୟାଳୟର ସହଯୋଗରେ ଏବଂ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଡଃ. ପ୍ରଜ୍ଞା ପାରମିତା ଜେନାଙ୍କ ପରିଚାଳନାରେ ଏହି ଉତ୍ସବର ସଫଳ ପରିଚାଳନା କରାଯାଇଥିଲା।

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସୁଲୋଚନା ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.