Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାହୁଲ୍‌ଙ୍କ ଇସ୍ତଫାକୁ ନାମୁଞ୍ଜର କଲେ ସିଡବ୍ଲ୍ୟୁସି
ଆଜିର ଖବର

ରାହୁଲ୍‌ଙ୍କ ଇସ୍ତଫାକୁ ନାମୁଞ୍ଜର କଲେ ସିଡବ୍ଲ୍ୟୁସି

May 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସପ୍ତଦଶ ଲୋକସଭା ନିର୍ବାଚନରେ ବଡ଼ ଧରଣର ପରାଜୟ ପରେ କଂଗ୍ରେସ ନିଜର ଆତ୍ମସମୀକ୍ଷା କରିଛି। କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ବରିଷ୍ଠ ନେତା ପି. ଚିଦାମ୍ବରମ, ଗୁଲାମ ନବୀ ଆଜାଦ, ମଲିକାର୍ଜୁନ ଖାର୍ଗେ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଯୋଗଦେଇଛନ୍ତି। ଚଳିତଥର ୟୁପିଏ ୯୨ଟି ଆସନ ପାଇଥିବାବେଳେ କଂଗ୍ରେସ ୫୨ଟି ଆସନ ପାଇଛି। ଅପରପକ୍ଷେ ଦଳର ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଏହି ପରାଜୟ ପାଇଁ ନିଜକୁ ଦାୟୀ କରିଛନ୍ତି। ଏଥିପାଇଁ ସେ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପାଇଁ କହିଛନ୍ତି। କିନ୍ତୁ କାର୍ଯ୍ୟକାରିଣୀ ବୈଠକରେ ତାଙ୍କ ଇସ୍ତଫାକୁ ଅନୁମୋଦନ କରାଯାଇନାହିଁ। ୨୦୧୪ ଲୋକସଭା ନିର୍ବାଚନରେ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିବା ସହ ମାତ୍ର ୪୪ ଆସନରେ ବିଜୟୀ ହୋଇଥିଲା। ତେବେ ଦଳର ସାଙ୍ଗଠିନିକ ସ୍ଥିତି ତଥା ତ୍ରୁଟି ବିଚ୍ୟୁତିକୁ ନେଇ ଏହି କାର୍ଯ୍ୟକାରିଣୀ ବୈଠକରେ ଆଲୋଚନା ହୋଇଥିଲା।

cwc meeting rahulgandhi resigns thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.