Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀ ନିକଟରେ ସଡକ ଦୁର୍ଘଟଣା, କ୍ରେନ ବୋଝଇ ଟ୍ରଲରକୁ ପିଟିଲା ଟ୍ରକ
ଆଜିର ଖବର

ନାଚୁଣୀ ନିକଟରେ ସଡକ ଦୁର୍ଘଟଣା, କ୍ରେନ ବୋଝଇ ଟ୍ରଲରକୁ ପିଟିଲା ଟ୍ରକ

December 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଚୁଣୀ ନିକଟରେ ସଡକ ଦୁର୍ଘଟଣା, କ୍ରେନ ବୋଝଇ ଟ୍ରଲରକୁ ପିଟିଲା ଟ୍ରକ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ନାଚୁଣୀ ଫାଣ୍ଡି 16 ନମ୍ବର ଜାତୀୟ ରାଜପଥ ହରିକୁଣ୍ଡବରଡ଼ି ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ସୂଚନା ମୁତାବକ ଆଜି ସକାଳୁ ବ୍ରହ୍ମପୁର ରୁ ଅନୁଗୁଳ ଅଭିମୁଖେ ଆଗ ପଛ ହୋଇ ଯାଉଥିବା ଏକ କ୍ରେନ ବୋଝେଇ ଟ୍ରଲର ଏବଂ କୋଇଲା ବୋଝେଇ ଟ୍ରକ ମଧ୍ୟରେ ହରିକୁଣ୍ଡବରଡ଼ି ଛକରେ ଦୁର୍ଘଟଣା ଘଟିଛି। ଆଗରେ ଯାଉଥିବା କ୍ରେନ ବୋଝଇ ଟ୍ରଲର କୁ ପଛପଟୁ କୋଇଲା ବୋଝେଇ ଟ୍ରକ ଶକ୍ତ ଧକ୍କା ଦେଇଥିଲା।

ଫଳରେ ଟ୍ରଲରରୁ କ୍ରେନ ବାହାରି କୋଇଲା ବୋଝେଇ ଟ୍ରକର ଆଗ ପାର୍ଶ୍ୱରେ ପସି ଯାଇଥିଲା। ସୌଭାଗ୍ୟବଶତଃ ଉକ୍ତ ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ବେଳେ ଘଟଣାସ୍ଥଳରେ ନାଚୁଣୀ ଫାଣ୍ଡି ଅଧିକାରୀ କେଶବ ବେହେରା ପହଞ୍ଚି ଉଭୟ ଗାଡ଼ି ଜବତ କରି ତଦନ୍ତ ଆରମ୍ଭ କରିଦେଇଛନ୍ତି।

ଚିଲିକା ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026
Latest News

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

PF ଓ EPS ନେଇ ବଡ଼ ଭୁଲ କରୁଛନ୍ତି କି? ଚାକିରି ବଦଳ ପୂର୍ବରୁ ଜାଣନ୍ତୁ ଏହି ନିୟମ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.