Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷା ସିଂ ବରିହାଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ବର୍ଷା ସିଂ ବରିହାଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

December 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବର୍ଷା ସିଂ ବରିହାଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପଦମପୁରରେ ବିପୁଳ ଭୋଟରେ ବିଜୟ ହୋଇଛନ୍ତି ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା। ଏହି ଖବର ଆସିବା ପରେ ତାଙ୍କୁ ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ସେ ଟେଲିଫୋନ ଯୋଗେ ବର୍ଷାଙ୍କ ସହିତ କଥା ହେବା ସହିତ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି।

ପଦମପୁରରେ ବିଜେଡିକୁ ୧ ଲକ୍ଷ ୧୯ ହଜାର ୫୧୨ ଭୋଟ୍ ମିଳିଛି। ସେହିପରି ବିଜେପିକୁ ୭୭ ହଜାର ୪୪୭ ଭୋଟ୍ ମିଳିଛି। ଅନ୍ୟପଟେ କଂଗ୍ରେସ ହାତକୁ ମାତ୍ର ୩୫୪୮ ଖଣ୍ଡ ଭୋଟ୍ ମିଳିଛି। ତେଣୁ ବିଜେପି ପ୍ରାର୍ଥୀଙ୍କୁ ୪୦ ହଜାରରୁ ଅଧିକ ଭୋଟରେ ହରାଇ ପଦ୍ମପୁର ଦଖଲ କରିଛି ଶାସକ ବିଜୁ ଜନତା ଦଳ।

Padampur Result ପଦମପୁର ଫଳାଫଳ ପଦମପୁରରେ ବିଜେଡି ବର୍ଷା ସିଂ ବରିହା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.