Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି
ଆଜିର ଖବର

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

December 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
PranabMukharjee
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି। ସେ ପ୍ରଣବଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଏହି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏଥିସହିତ ରାଷ୍ଟ୍ରପତି ପ୍ରଣବଙ୍କ କୃତିତ୍ବକୁ ମଧ୍ୟ ଆଜିର ଦିନରେ ସ୍ମରଣ କରିଛନ୍ତି।

ଆଜି ହେଉଛି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଜନ୍ମଦିନ। ସେ 1935 ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ। ସେ ସାଧାରଣ ପରିବାରରୁ ଆସି ଜାତୀୟ ରାଜନୀତିର ସର୍ବୋଚ୍ଚ ସ୍ତରରେ ପହଁଚିପାରିଥିଲେ। ଶେଷରେ ସେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ରାଷ୍ଟ୍ରପତି ପଦରେ ବସିଥିଲେ। ସେ 2020 ମସିହା ଅଗଷ୍ଟ 31 ତାରିଖରେ ପରଲୋକ ଗମନ କରିଥିଲେ।

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.