Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର, ବସିଥିବା ଯାତ୍ରୀ…
ଆଜିର ଖବର

ଭୁବନେଶ୍ବର ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର, ବସିଥିବା ଯାତ୍ରୀ…

December 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Car Fire
ଭୁବନେଶ୍ବର ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର, ବସିଥିବା ଯାତ୍ରୀ...

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଏକ ଚଳନ୍ତାଗାଡିରେ ନିଆଁ ଲାଗିଯାଇଛି। ନିଆଁ ଏତେ ଜୋରରେ ଲାଗିଥିଲା ଯେ ସେହି ଖଣ୍ଡମଣ୍ଡଳ ପୁରା ଧୂଆଁମୟ ହୋଇଗଲା। ସେହି ରାସ୍ତାରେ ଯାଉଥିବା ଯାତ୍ରୀମାନେ ପୁରା ଭୟଭିତ ହୋଇପଡିଲେ। ତେବେ ଅଗ୍ନିଶମ ବିଭାଗ ଆସି ନିଆଁକୁ ଆୟତ କରିଥିଲେ।

ଘଟଣାଟି ଘଟିଛି ଭୁବନେଶ୍ବରର ରସୁଲଗଡ ଛକ ନିକଟରେ। କାରଟି କଟକ ଆଡକୁ ଯାଉଥିବା ବେଳେ ରସୁଗଡ ରାସ୍ତାରେ ନିଆଁ ଲାଗିଯାଇଥିଲା। ସେଥିରେ ବସିଥିଲେ ମାତ୍ର ଦୁଇ ଜଣ ଯାତ୍ରୀ। ଇଂଜିନରୁ ନିଆଁ ବାହାରୁ ଥିବାର ଦେଖି ଉଭୟ ରାସ୍ତାରେ କାର ରଖି ବାହାରକୁ ଆସିଲେ।

ହେଲେ ସେହି ନିଆଁ ବେଗ ଏତେ ତୀବ୍ର ହୋଇଗଲା ଯେ କାରଟି ଚାହୁଁ ଚାହୁଁ ହୁତୁହୁତୁ ହୋଇ ଜଳିବାକୁ ଲାଗିଲା। କାରରୁ ପୁରା କଳା ଧୂଆଁ ବାହାରି ଚାରିଆଡେ ଧିଆଁମୟ କରିଦେଇଥିଲା। ତେବେ ନିଆଁ ଲାଗିବାର କାରଣ କଣ ଜଣାପଡି ନାହିଁ। କାରର ଦୁଇ ଯାତ୍ରୀ ସୁରକ୍ଷିତ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Latest News

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.