Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»’ମୁଁ ସହମତ ନୁହେଁ ’କହି ବିଜେପିକୁ ଟାର୍ଗେଟ୍‌ କଲେ ମମତା
ଆଜିର ଖବର

’ମୁଁ ସହମତ ନୁହେଁ ’କହି ବିଜେପିକୁ ଟାର୍ଗେଟ୍‌ କଲେ ମମତା

May 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mamata
ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

ଲୋକସଭା ନିର୍ବାଚନରେ ପଶ୍ଚିମବଙ୍ଗରେ ବିଜେପିର ଦୁଇଟିକିଆ ନମ୍ବର ହାସଲ ପରେ  ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ(ଟିଏମସି) ଏକପ୍ରକାର ହଲ୍‌ଚଲ ହୋଇଯାଇଛି । କିନ୍ତୁ ଏହାକୁ ସହଜରେ ଗ୍ରହଣ କରିନାହାନ୍ତି ଟିଏମ୍‌ସି ସୁପ୍ରିମୋ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବିଜେପିକୁ ଟାର୍ଗେଟ କରି ସେ ଏକ କବିତା ଲେଖି ସୋସିଆଲ ମିଡିଆରେ ଶେୟାର କରିଛନ୍ତି। କବିତାର ଶୀର୍ଷକ ରହିଛି ‘ଆଇ ଡୋଣ୍ଟ ଆଗ୍ରି’। ଅର୍ଥାତ ‘ମୁଁ ସହମତ ନୁହେଁ’। ମମତା ସାମ୍ପ୍ରଦାୟିକତାର ରଙ୍ଗରେ ବିଶ୍ଵାସ କରନ୍ତି ନାହିଁ ବୋଲି ଏହି କବିତାରେ ଦର୍ଶାଇଛନ୍ତି। ଚଳିତ ଲୋକସଭା ନିର୍ବାଚନରେ ପଶ୍ଚିମବଙ୍ଗର ୪୨ଟି ଆସନରୁ ବିଜେପି ୧୮ଟି ଆସନ ହାତେଇଥିବାବେଳେ ଟିଏମ୍‌ସି ୨୨ଟି ହାତକୁ ଯାଇଛି । ଗତ ୨୦୧୪ ନିର୍ବାଚନରେ ବିଜେପି ମାତ୍ର ୨ଟି ଆସନ ପାଇଥିଲା । ମମତା ବାର୍ନାଜୀ ଶନିବାର ଦିନ ଏକ ଦଳୀୟ ବୈଠକ କରିଛନ୍ତି । ଏହି ବୈଠକରେ ୨୦୨୧ ବିଧାନସଭା ନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତ କରାଯିବା ଉପରେ ଆଲୋଚନା କରାଯାଇପାରେ ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026
Latest News

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.