Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ବିଭିନ୍ନ ସହର ସହିତ କଟକ-ଭୁବନେଶ୍ୱରରେ ଘନ କୁହୁଡି
ଆଜିର ଖବର

ରାଜ୍ୟର ବିଭିନ୍ନ ସହର ସହିତ କଟକ-ଭୁବନେଶ୍ୱରରେ ଘନ କୁହୁଡି

December 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟର ବିଭିନ୍ନ ସହର ସହିତ କଟକ-ଭୁବନେଶ୍ୱରରେ ଘନ କୁହୁଡି

ଭୁବନେଶ୍ୱର: ଆଜି ସକାଳେ କଟକ-ଭୁବନେଶ୍ୱରରେ ଘନ କୁହୁଡି ପରିଲକ୍ଷିତ ହୋଇଛି।  ଯୁଆଡ଼େ ଚାହିଁଲେ କେବଳ କୁହୁଡ଼ି ହିଁ କୁହୁଡ଼ି। ଘନ କୁହୁଡିର ଘନତା ଏପରି ଥିଲା ଯେ, ୫୦ ମିଟର ଦୂରରୁ କିଛି ଦେଖି ହେଉନାହିଁ। ସ୍ଥାନେ ସ୍ଥାନେ ମୁହଁକୁ ମୁହଁ ବି ଚିହ୍ନି ହେଉ ନ ଥିଲା। ଘନ କୁହୁଡି ଯୋଗୁଁ ଗାଡ଼ି ଚାଳକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ଭୁବନେଶ୍ବର ପାଣିପାଗ ବିଭାଗ ଉପକୂଳ ଓଡ଼ିଶାରେ ଅନୁଭୂତ ହୋଇଛି ଘନ କୁହୁଡି ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ଦୂରତା ୧୦୦ ମିଟର ତଳେ ରେକର୍ଡ କରାଯାଇଛି। ସେହି ଅନୁାସାରେ ଭୁବନେଶ୍ୱର: ୫୦ ମିଟର, କଟକ: ୫୦ ମିଟର, ଚାନ୍ଦବାଲି: ୫୦ ମିଟର, ପାରାଦ୍ୱୀପ: ୫୦ ମିଟର ଏବଂ ପୁରୀ: ୮୦ ମିଟର ରହିଥିଲା।

କୁହୁଡି ଘନ କୁହୁଡି
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026
Latest News

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.