Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନଲାଇନରେ ରେଳମନ୍ତ୍ରୀଙ୍କ ଜନମତ: କଟକ ରେଳଷ୍ଟେସନ ଡିଜାଇନ୍ ସପକ୍ଷରେ ୭୦% ରୁ ଅଧିକ ଭୋଟ୍
ଆଜିର ଖବର

ଅନଲାଇନରେ ରେଳମନ୍ତ୍ରୀଙ୍କ ଜନମତ: କଟକ ରେଳଷ୍ଟେସନ ଡିଜାଇନ୍ ସପକ୍ଷରେ ୭୦% ରୁ ଅଧିକ ଭୋଟ୍

December 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କଟକ ରେଳ ଷ୍ଟେସନର ପୁନଃବିକାଶ ପାଇଁ ପ୍ରସ୍ତାବିତ ଡିଜାଇନ୍ ସପକ୍ଷରେ ୭୦% ରୁ ଅଧିକ ଭୋଟ୍ ସକାରାତ୍ମକ ହାସଲ କରିଛି ଯାହା ରେଳମନ୍ତ୍ରୀଙ୍କ ଦ୍ୱାରା ଟ୍ୱିଟରରେ ପୋଷ୍ଟ କରାଯାଇଥିଲା।

କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟରରେ କଟକ ରେଳ ଷ୍ଟେସନର ଡିଜାଇନ୍ ଅପଲୋଡ୍ କରିଥିଲେ ଏବଂ ପ୍ରସ୍ତାବିତ ଡିଜାଇନ୍ ଉପରେ ଜନମତ ମାଗିଥିଲେ।

ଏହି ଡିଜାଇନ୍ କଟକ ବାରବାଟି ଦୁର୍ଗ ସ୍ଥାପତ୍ୟର ବିଷୟବସ୍ତୁ ଉପରେ ଅନୁପ୍ରାଣିତ ହୋଇଅଛି।

ଡିଜାଇନ୍ ଉପରେ ରେଟିଂ ଦେବାକୁ ମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ଏବଂ ଜନସାଧାରଣଙ୍କ ମୂଲ୍ୟାୟନ ଉପରେ ଆଧାର କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ କହିଥିଲେ। ଏହି ନୂତନ ଚିନ୍ତାଧାରାକୁ ସର୍ବାଧିକ ସମର୍ଥନ ଦେବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଥିଲା।

ରେଳମନ୍ତ୍ରୀଙ୍କ ଦ୍ୱାରା ଅପଲୋଡ଼ କରାଯାଇଥିବା ଡିଜାଇନ୍ ସପକ୍ଷରେ ପ୍ରାୟ ୭୪% ଭୋଟ ଉତ୍ତମ ଓ ଅତି ଉତ୍ତମ ରେଟିଙ୍ଗ ପାଇଛି।

ଜନସାଧାରଣଙ୍କ ଏପରି ବ୍ୟାପକ ସକାରାତ୍ମକ ପ୍ରତିକ୍ରିୟାକୁ ଦୃଷ୍ଟିରେ ରଖି ମନ୍ତ୍ରୀଙ୍କ ଦ୍ୱାରା ଏହି ଡିଜାଇନକୁ ଚୂଡାନ୍ତ କରାଯାଇଅଛି।

ଅନଲାଇନ ଅଶ୍ୱିନୀ ବୈଷ୍ଣବ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026

ମୋଦୀଙ୍କ ଜନ୍ମଦିନରେ ପ୍ରତ୍ୟେକ ଘରେ ‘ଆଶୀର୍ବାଦର ଦୀପ’ ଜଳାଇବାକୁ ଆହ୍ୱାନ କଲେ ଉପମୁଖ୍ୟମନ୍ତ୍ରୀ

September 12, 2026

ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ

September 12, 2026
Latest News

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026

ମୋଦୀଙ୍କ ଜନ୍ମଦିନରେ ପ୍ରତ୍ୟେକ ଘରେ ‘ଆଶୀର୍ବାଦର ଦୀପ’ ଜଳାଇବାକୁ ଆହ୍ୱାନ କଲେ ଉପମୁଖ୍ୟମନ୍ତ୍ରୀ

September 12, 2026

ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ

September 12, 2026

ସେବା ସଂକଳ୍ପ ଅଭିଯାନ ପାଇଁ ପ୍ରସ୍ତୁତି ଜୋରଦାର କଲା ପଞ୍ଚାୟତିରାଜ ବିଭାଗ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.