Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁପସ୍ଥିତ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଲା ସ୍କୁଲ ଓ ଗଣଶିକ୍ଷା ବିଭାଗ
ଆଜିର ଖବର

ଅନୁପସ୍ଥିତ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଲା ସ୍କୁଲ ଓ ଗଣଶିକ୍ଷା ବିଭାଗ

December 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
School Mass Education
ଅନୁପସ୍ଥିତ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଲା ସ୍କୁଲ ଓ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର: ବିଭିନ୍ନ ସ୍କଲରେ ଶିକ୍ଷକମାନେ ଦୀର୍ଘମାସ ଧରି ଅନୁପସ୍ଥିତକୁ ନେଇ ରାଜ୍ୟ ସରକାର ତନାଘନା କରିଛନ୍ତି। ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ୨୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏତଦ୍‌ବ୍ୟତୀତ ୧୫୪ ଜଣ ପ୍ରାଥମିକ ଶିକ୍ଷକଙ୍କୁ ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ନେଇ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି ।

ସେହିପରି ପ୍ରାଥମିକ ବର୍ଗର କନିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ୯୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରିରୁ ବହିଷ୍କୃତ କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ। ଆଗାମୀ ଦିନରେ ଏହି ସମୀକ୍ଷା ପ୍ରକି୍ରୟାକୁ ଅଧିକ ତ୍ୱରାନ୍ୱିତ କରାଯିବା ସହ ଏଭଳି କାର୍ଯ୍ୟ କ୍ଷେତ୍ରରେ ଅବହେଳାକୁ ଉଚିତ ଦଣ୍ଡବିଧାନ କରାଯିବ।

ସ୍କୁଲ ଓ ଗଣଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Latest News

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.