Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ବର୍ଷ ‘ଅଟଳ ସମ୍ମାନ’ ପାଇବେ ଜନନେତା ପୁରୁଷୋତମ ନାଏକ
ଆଜିର ଖବର

ଚଳିତ ବର୍ଷ ‘ଅଟଳ ସମ୍ମାନ’ ପାଇବେ ଜନନେତା ପୁରୁଷୋତମ ନାଏକ

December 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Atal Sanman
ଚଳିତ ବର୍ଷ ‘ଅଟଳ ସମ୍ମାନ' ପାଇବେ ଜନନେତା ପୁରୁଷୋତମ ନାଏକ

ଭୁବନେଶ୍ୱର: ଡିସେମ୍ବର ୨୫ ତାରିଖରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ଜନ୍ମଗ୍ରହଣ କରିଥିଲେ। କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଆଦି ଅନେକ କ୍ଷେତ୍ରରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ।

ସେଥିଲାଗି ପ୍ରତିବର୍ଷ ସାରାଭାରତରେ ଡିସେମ୍ବର ୨୫ତାରିଖକୁୁ “ସୁଶାସନ ଦିବସ” ଭାବେ ପାଳନ କରାଯାଉଛି। ଏହି ଅବସରରେ ଚଳିତ ବର୍ଷ ରାଜ୍ୟ ବିଜେପି କାର୍ଯ୍ୟାଳୟ ପରିସରରେ ଭାରତରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୮ ତମ ଜନ୍ମ ଦିବସ ପାଳନ ସହ ୭ମ ତମ “ଅଟଳ ସମ୍ମାନ – ୨୦୨୨” କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସାଂସ୍କୃତିକ ପ୍ରକୋଷ୍ଠର ଅଧ୍ୟକ୍ଷ ଗୀତିକାର ପଂଚାନନ ନାୟକ ସୂଚନା ଦେଇଛନ୍ତି।

ସମାଜସେବୀ ସଂଗଠକ, ପୂର୍ବତନ ବିଧାୟକ ଏବଂ ବନବାସୀ ଜନନେତା ପୁରୁଷୋତମ ନାଏକଙ୍କୁ “ଅଟଳ ସମ୍ମାନ -୨୦୨୨” ସମ୍ମାନରେ ସମ୍ମାନୀତ କରାଯିବ। ଗୀତିକବି, ରାଷ୍ଟ୍ରବାଦୀ କବି, ବ୍ୟଙ୍ଗ ଲେଖକ ତଥା କାର୍ଟୁନିଷ୍ଟ ଯୋଗେଶଚନ୍ଦ୍ର ଦାସଙ୍କୁ “ଅଟଳ କବିତା ସମ୍ମାନ -୨୦୨୨” ରେ ପ୍ରଦାନ କରାଯିବା ସହ ବରିଷ୍ଠ ସମାଜସେବୀ, ସଂଗଠକ, ସମବାୟବିତ୍ ଏବଂ ଦୁଃଖୀ ଜନତାର ବନ୍ଧ ପରମେଶ୍ୱର ଦାଶ (ବୁଲନ ଭାଇ)ଙ୍କୁ ମଧ୍ୟ “ଅଟଳ ସମାଜସେବୀ ସମ୍ମାନ-୨୦୨୨”ରେ ସମ୍ମାନୀତ କରାଯିବ।

ଏହି କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତୃବୃନ୍ଦ ଯୋଗଦେବେ ବୋଲି ଶ୍ରୀ ନାୟକ ସୂଚନା ଦେଇଛନ୍ତି । ଏହି ଅବସରରେ ଓଡ଼ିଶା ଚଳଚିତ୍ର ଜଗତର ଚର୍ଚ୍ଚିତ ଚେହେରା ଶ୍ରୀ ଅଶ୍ରୁମୋଚନ ମହାନ୍ତି, ସାଂସ୍କୃତିକ ପ୍ରକୋଷ୍ଠର ସହସଂଯୋଜକ ଅର୍ଚ୍ଚନା ପଲାଇ, ସଞ୍ଜିବ୍ ମିଶ୍ର ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରର ଶୁଆକାଟି ଗ୍ରାମ ପଞ୍ଚାୟତକୁ ଜାତୀୟ ଇ-ଗଭର୍ଣ୍ଣାନ୍ସ ପୁରସ୍କାର ୨୦୨୫

September 22, 2025

୭୦୦ ମହିଳାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା, ଯୋଗଦେଲେସାଂସଦ ମମତା ମହାନ୍ତ

September 22, 2025

ଜିଏସଟି ସଞ୍ଚୟ ଉତ୍ସବ ପାଳନ କରିବା ଲାଗି ଦେଶବାସୀଙ୍କୁ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ

September 22, 2025

ମହିଳାଙ୍କୁ ମୋଦିଙ୍କ ପୂଜା ଭେଟି, ୨୫ ଲକ୍ଷ ଅତିରିକ୍ତ ଉଜ୍ଜଳା ଏଲପିଜି ସଂଯୋଗ ପାଇଁ ଅନୁମତି

September 22, 2025
Latest News

କେନ୍ଦୁଝରର ଶୁଆକାଟି ଗ୍ରାମ ପଞ୍ଚାୟତକୁ ଜାତୀୟ ଇ-ଗଭର୍ଣ୍ଣାନ୍ସ ପୁରସ୍କାର ୨୦୨୫

September 22, 2025

ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 22, 2025

୭୦୦ ମହିଳାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା, ଯୋଗଦେଲେସାଂସଦ ମମତା ମହାନ୍ତ

September 22, 2025

ଜିଏସଟି ସଞ୍ଚୟ ଉତ୍ସବ ପାଳନ କରିବା ଲାଗି ଦେଶବାସୀଙ୍କୁ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ

September 22, 2025

ମହିଳାଙ୍କୁ ମୋଦିଙ୍କ ପୂଜା ଭେଟି, ୨୫ ଲକ୍ଷ ଅତିରିକ୍ତ ଉଜ୍ଜଳା ଏଲପିଜି ସଂଯୋଗ ପାଇଁ ଅନୁମତି

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.