Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING : ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ଆଜିର ଖବର

BREAKING : ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

December 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଡିଶା ପୋଲିସରେ ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିବାପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ୪ଟି ପର୍ଯ୍ୟାୟରେ ଏହି ପଦବୀଗୁଡିକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଖାଲିଥିବା ଥିବା ଏ ସମସ୍ତ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ କରାଯିବ।

ରାଜ୍ୟର ୩୪ଟି ପୋଲିସ ଜିଲ୍ଲା ତଥା କମିଶନରେଟ୍‌ ପୋଲିସରେ ସେମାନଙ୍କୁ ନିଯୁକ୍ତି ଦିଆଯିବ। ଏହାଦ୍ବାରା ବିଭିନ୍ନ ଜିଲ୍ଲା ତଥା ଥାନା ମାନଙ୍କରେ ଖାଲି ଥିବା କନେଷ୍ଟବଳ ପଦବୀ ପୂରଣ ହୋଇପାରିବ ଏବଂ ଆଇନ ଶୃଙ୍ଖଳା ରକ୍ଷା ଦିଗରେ ପୋଲିସର ସାମର୍ଥ୍ୟ ମଧ୍ୟ ବୃଦ୍ଧି ପାଇବ।

ସରକାରୀ ସ୍ତରରେ ଏତେସଂଖ୍ୟକ ନିଯୁକ୍ତି ପିଲା ମାନଙ୍କ ପାଇଁ ସୁଯୋଗ ସ୍ରୁଷ୍ଟି କରିବ ବୋଲି ଆଶା କରାଯାଏ।

Chief Minister Naveen Patnaik jobs Naveen Patnaik
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରୀରୁ ବିଦାୟ ନେବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଡିଜିପି ୱାଇ ବି ଖୁରାନିଆ

August 16, 2026

ବାଂଲାଦେଶର ଐତିହାସିକ ବିଜୟ: ଅଷ୍ଟ୍ରେଲିଆ ୯ ୱିକେଟ୍‌ରେ ପରାସ୍ତ

August 16, 2026

ଅଜୟ ଦେବଗନ ଏବଂ ଶାହରୁଖ ଖାନଙ୍କୁ ନୋଟିସ ଜାରି: ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ

August 16, 2026

RIଙ୍କୁ ମରଣାନ୍ତକ ଆକ୍ରମଣ

August 16, 2026
Latest News

ଚାକିରୀରୁ ବିଦାୟ ନେବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଡିଜିପି ୱାଇ ବି ଖୁରାନିଆ

August 16, 2026

ବାଂଲାଦେଶର ଐତିହାସିକ ବିଜୟ: ଅଷ୍ଟ୍ରେଲିଆ ୯ ୱିକେଟ୍‌ରେ ପରାସ୍ତ

August 16, 2026

ଅଜୟ ଦେବଗନ ଏବଂ ଶାହରୁଖ ଖାନଙ୍କୁ ନୋଟିସ ଜାରି: ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ

August 16, 2026

RIଙ୍କୁ ମରଣାନ୍ତକ ଆକ୍ରମଣ

August 16, 2026

ପୋଲ ଉପରେ ଆଣ୍ଠୁଏ ପାଣି, ଅଧାବାଟରେ ଅଟକିଲା ଆମ୍ବୁଲାନ୍ସ: ଗର୍ଭବତୀଙ୍କୁ ବୋହିଲେ ପରିବାର

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.