Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାସୁଦେବପାଲିଠାରେ ଯାତ୍ରୀବାହୀ ବସ୍‌ ଓଲଟି ୧୮ ଆହତ, ୬ ଗୁରୁତର
ଆଜିର ଖବର

ବାସୁଦେବପାଲିଠାରେ ଯାତ୍ରୀବାହୀ ବସ୍‌ ଓଲଟି ୧୮ ଆହତ, ୬ ଗୁରୁତର

May 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୌଦ୍ଧ ଜିଲ୍ଲା ମନମୁଣ୍ଡା ବାସୁଦେବପାଲିଠାରେ ଏକ ଘରୋଇ ବସ୍‌ ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା ୧୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ସୁବର୍ଣ୍ଣପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଆହତ ଯାତ୍ରୀଙ୍କ ଘର ସୁବର୍ଣ୍ଣପୁର, ବୌଦ୍ଧ, ଭୁବନେଶ୍ୱର ଓ ବଲାଙ୍ଗିର ଅଞ୍ଚଳରେ ବୋଲି ଜଣାପଡ଼ିଛି। ଗତକାଲିରେ ରାତିରେ ବସ୍‌ ଭୁବନେଶ୍ୱରରୁ ବଲାଙ୍ଗୀର ଯାଉଥିଲା। ଭୋର ପ୍ରାୟ ୪ଟା ସମୟରେ ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ୱର ଜାତୀୟ ରାଜପଥ ମନମୁଣ୍ଡା ନିକଟରେ ହଠାତ୍‌ ବସ୍‌ଟି ଓଲଟି ପଡ଼ିଥିଲା। ଫଳରେ ସେଥିରେ ଥିବା ଯାତ୍ରୀମାନେ ଆହତ ହୋଇଛନ୍ତି। ସମସ୍ତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ତେବେ ଡ୍ରାଇଭରଙ୍କର ନିଦରେ ଆଖି ଲାଗି ଯିବା କାରଣରୁ ଦୁର୍ଘଟଣା ଘଟିଛି ବୋଲି ଯାତ୍ରୀମାନେ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

“ମିଥ୍ୟା ଏବଂ ଭିତ୍ତିହୀନ ଅଭିଯୋଗ…”: ରାହୁଲ ଗାନ୍ଧୀଙ୍କୁ ସ୍ପଷ୍ଟ ଜବାବ ଦେଲେ ନିର୍ବାଚନ କମିଶନ

September 18, 2025

ମେହବୁବା ମୁଫତି, ସଜ୍ଜାଦ ଲୋନ୍ ଫାରୁକ୍ ଗୃହବନ୍ଦୀ: କିନ୍ତୁ କାହିଁକି?

September 18, 2025

“କଂଗ୍ରେସ ଗଡ଼ରେ ଭୋଟରଙ୍କ ନାମ କାଟି ଦିଆଯାଇଛି,” ରାହୁଲ ଗାନ୍ଧୀଙ୍କ ଦାବି, ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା

September 18, 2025

ଭାରତୀୟ ସେନାର ବୃଦ୍ଧି ପାଇବ ଶକ୍ତି, 114ଟି ରାଫେଲ ପାଇଁ ଖୁବ୍ ଶୀଘ୍ର ଚୁକ୍ତି 

September 18, 2025
Latest News

“ମିଥ୍ୟା ଏବଂ ଭିତ୍ତିହୀନ ଅଭିଯୋଗ…”: ରାହୁଲ ଗାନ୍ଧୀଙ୍କୁ ସ୍ପଷ୍ଟ ଜବାବ ଦେଲେ ନିର୍ବାଚନ କମିଶନ

September 18, 2025

ମେହବୁବା ମୁଫତି, ସଜ୍ଜାଦ ଲୋନ୍ ଫାରୁକ୍ ଗୃହବନ୍ଦୀ: କିନ୍ତୁ କାହିଁକି?

September 18, 2025

“କଂଗ୍ରେସ ଗଡ଼ରେ ଭୋଟରଙ୍କ ନାମ କାଟି ଦିଆଯାଇଛି,” ରାହୁଲ ଗାନ୍ଧୀଙ୍କ ଦାବି, ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା

September 18, 2025

ଭାରତୀୟ ସେନାର ବୃଦ୍ଧି ପାଇବ ଶକ୍ତି, 114ଟି ରାଫେଲ ପାଇଁ ଖୁବ୍ ଶୀଘ୍ର ଚୁକ୍ତି 

September 18, 2025

ଆରମ୍ଭ ହେଲା ବିଧାନସଭା, ଶୋକପ୍ରସ୍ତାବ ଆଗତ ପରେ ଗୃହ ଗୋଟିଏ ଦିନ ପାଇଁ ମୁଲତବୀ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.