Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ଥର ପାଇଁ ପ୍ରଦର୍ଶନୀ ପଡିଆରେ ହେବ ଶପଥ ଗ୍ରହଣ : ସୁରକ୍ଷା ବ୍ୟବସ୍ଥା ନେଇ ଡିଜିଙ୍କ ସମୀକ୍ଷା ବୈଠକ
ଆଜିର ଖବର

ପ୍ରଥମ ଥର ପାଇଁ ପ୍ରଦର୍ଶନୀ ପଡିଆରେ ହେବ ଶପଥ ଗ୍ରହଣ : ସୁରକ୍ଷା ବ୍ୟବସ୍ଥା ନେଇ ଡିଜିଙ୍କ ସମୀକ୍ଷା ବୈଠକ

May 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
cm will take sworn 1st time in exibition ground
cm will take sworn 1st time in exibition ground

କ୍ରମାଗତ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହି ଶପଥ ଗ୍ରହଣ ଉତ୍ସବର ସୁରକ୍ଷା ବ୍ୟବସ୍ଥା ନେଇ ଡିଜିଙ୍କ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ପ୍ରଥମ ଥର ପାଇଁ ରାଜବଭନ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଦର୍ଶନୀ ପଡିଆରେ ଡିଜି ଆର.ପି. ଶର୍ମା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଆସନ୍ତା ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବରେ ନବୀନ ଶପଥ ନେବାକୁ ଯାଉଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏହି ସମୀକ୍ଷା ବୈଠକରେ ପୋଲିସ୍‌ ଡିଜିଙ୍କ ସମେତ ପୋଲିସ୍‌ କମିଶନର, ଡିସିପି, ବିଡିଏ କମିଶନର ଏବଂ ପୂର୍ତ୍ତ ବିଭାଗ ସଚିବ ମଧ୍ୟ ଉପସ୍ଥିତ ରହିଥିଲେ। ଏହି ବୈଠକରେ ଟ୍ରାଫିକ୍‌ ସମସ୍ୟା ଏବଂ ସର୍ବସାଧାରଣ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ବ ଦେଇଥିଲେ ଆର. ପି. ଶର୍ମା।

ceremony meeting oathtaking security thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.