Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର: ଅଜଣା ଗାଡି ଧକ୍କାରେ ଚାଲିଗଲା ଜୀବନ, ତଦନ୍ତ କରୁଛି ଚାନ୍ଦପୁର ପୋଲିସ
ଆଜିର ଖବର

ରଣପୁର: ଅଜଣା ଗାଡି ଧକ୍କାରେ ଚାଲିଗଲା ଜୀବନ, ତଦନ୍ତ କରୁଛି ଚାନ୍ଦପୁର ପୋଲିସ

December 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବ୍ଲକ ଚାନ୍ଦପୁର ଥାନା ଅଧିନସ୍ଥ କଟକ ସହର ନିକଟରେ ଆଜି ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଆଜି ଅପରାହ୍ନରେ ଗୌରି ବାରିକ (୬୦) ନାମକ ଜଣେ ବ୍ୟକ୍ତି କଟକ ସହର ନିକଟରେ ରାସ୍ତା ପାରି ହେବା ସମୟରେ ଏକ ଅଜଣା ଗାଡି ଧକ୍କା ଦେଇ ପଳାଇ ଯାଇଥିଲା। ଘଟଣା ସ୍ଥଳରେ ଗୌରିଙ୍କ ମୃତ୍ୟୁ ହୋଇ ଯାଇଥିବା ଜଣା ପଡିଛି।

ଘଟଣା ସ୍ଥଳରେ ଚାନ୍ଦପୁର ପୋଲିସ ପହଂଚି ଶବକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ରଣପୁର ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଜାରି ରଖିଛି। ମୃତ ଗୌରି ବାରିକଙ୍କ ଘର ରଣପୁର ସୁଆଁସିଆ ସାହିର ହୋଇଥିବା ବେଳେ ସେ ବେଣ୍ଟ ଗ୍ରାମରେ ଭଡା ରହୁଥିଲେ ବୋଲି ଜଣା ପଡିଛି। ତେବେ ଏହି ମାମଲାରେ ଚାନ୍ଦପୁର ପୋଲିସ ତଦନ୍ତ ଆରମ୍ଭ କରିଦେଇଛି।

ଅଜଣା ଗାଡି ଧକ୍କା ଚାନ୍ଦପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.