Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ମ୍ୟୁନିସପାଲ ପ୍ରଶାସନରେ ଖାଲି ହେଲା ବିଭିନ୍ନ ପଦବୀ, କରନ୍ତୁ ଆବେଦନ
ଆଜିର ଖବର

ଓଡିଶା ମ୍ୟୁନିସପାଲ ପ୍ରଶାସନରେ ଖାଲି ହେଲା ବିଭିନ୍ନ ପଦବୀ, କରନ୍ତୁ ଆବେଦନ

December 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
OSSC
ଓଡିଶା ମ୍ୟୁନିସପାଲ ପ୍ରଶାସନରେ ଖାଲି ହେଲା ବିଭିନ୍ନ ପଦବୀ, କରନ୍ତୁ ଆବେଦନ

ଭୁବନେଶ୍ବର: ଓଡିଶା ମ୍ୟୁନିସପାଲ ପ୍ରଶାସନରେ ପଦବୀ ଖାଲି ପଡିଛି। ସେଥିପାଇଁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପଦବୀ ଆହ୍ବାନ କରିଛନ୍ତି ଓଡିଶା ମ୍ୟୁନିସପାଲ ପ୍ରଶାସନ ନିର୍ଦ୍ଦେଶାଳୟ। ସେହି ଅନୁସାରେ ବିଭିନ୍ନ ମ୍ୟୁନିସପାଲରେ 68ଟି ଆକାଉଣ୍ଚାଟ ପଦବୀ ପାଇଁ ଏହି ନିଯୁକ୍ତି କରାଯିବ।

ସେଥିପାଇଁ ଅନଲାଇନରେ ରେଜିଷ୍ଟ୍ରେସନ କରିବା ପାଇଁ କୁହାଯାଇଛି। ବର୍ତ୍ତମାନ ଅର୍ଥାତ ସୋମବାରଠାରୁ ଏହି ରେଜିଷ୍ଟ୍ରେସ ପାଇଁ ଖୋଲାଯାଇଛି। ପ୍ରାର୍ଥୀମାନେ ଆସନ୍ତା ଜାନୁୟାରୀ 23 ତାରିଖ ପର୍ଯ୍ୟନ୍ତ ଅନଲାଇନ ରେଜିଷ୍ଟ୍ରେସନ କରିପାରିବେ। ଏଥିସହିତ ଆବେଦନ କରିବା ପାଇଁ ଶେଷ ତାରିଖ ଜାନୁୟାରୀ 25 ତାରିଖ ରଖାଯାଇଛି। ପ୍ରାର୍ଥୀମାନେ ossc.gov.in ରେ ଲଗଅନ କରି ଆବେଦନ କରିବେ।

ଓଡିଶା ଷ୍ଟାଫ ସିଲେକ୍ସନ କମିଶନ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026

ଟ୍ରମ୍ପଙ୍କ ନୂତନ ଧମକରେ ଦୋହଲିଗଲା ସେୟାର ବଜାର

April 13, 2026

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026
Latest News

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026

ଟ୍ରମ୍ପଙ୍କ ନୂତନ ଧମକରେ ଦୋହଲିଗଲା ସେୟାର ବଜାର

April 13, 2026

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

୨୧୯ ଏଲ୍‍ପିଜି ବିତରକଙ୍କ ଉପରେ ଜରିମାନା, ୫୬ ବିତରକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.