Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂସଦ ରଣନୀତି ପାଇଁ ନବ ନିର୍ବାଚିତ ସାଂସଦଙ୍କ ସହିତ ନବୀନଙ୍କ ବୈଠକ
ଆଜିର ଖବର

ସଂସଦ ରଣନୀତି ପାଇଁ ନବ ନିର୍ବାଚିତ ସାଂସଦଙ୍କ ସହିତ ନବୀନଙ୍କ ବୈଠକ

May 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
cm meeting with newly elected mp
cm meeting with newly elected mp

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବିଜୁ ଜନତା ଦଳର ସମସ୍ତ ନବ ନିର୍ବାଚିତ ସାଂସଦ। ନିର୍ବାଚନ ପରବର୍ତ୍ତୀ ପ୍ରଥମ ଥର ପାଇଁ ବିଜେଡି ସଂସଦୀୟ ଦଳର ବୈଠକ ବସିଛି। ନବୀନ ନିବାସରେ ସମସ୍ତ ନବ ନିର୍ବାଚିତ ସାଂସଦ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି। ସଂସଦରେ ଏହି ନେତାଙ୍କର ଭୂମିକା ନେଇ ଏହି ବୈଠକରେ ଆଲୋଚନା ହୋଇଛି। ସମସ୍ତ ନବ ନିର୍ବାଚିତ ୧୨ ଜଣ ସାଂସଦ ଏହି ବୈଠକରେ ଉପସ୍ଥିତ ଥିଲେ। ନବୀନଙ୍କ ସହିତ ଏହି ବୈଠକରେ ଭର୍ତ୍ତୂହରି ମହତାବ, ଅଚ୍ୟୁତ ସାମନ୍ତ ଏବଂ ଅନୁଭବ ମହାନ୍ତି ଉପସ୍ଥିତ ଅଛନ୍ତି। ଏମାନଙ୍କ ବ୍ୟତିତ ଚନ୍ଦ୍ରାଣୀ ମୁର୍ମୁ, ପିନାକୀ ମିଶ୍ର ଏବଂ ମଞ୍ଜୁଲତା ମଣ୍ଡଳ ମଧ୍ୟ ଏହି ବୈଠକରେ ଉପସ୍ଥିତ ଅଛନ୍ତି। ଏହା ସହିତ ନିଜର ସଂସଦୀୟ କ୍ଷେତ୍ରରେ କିପରି ବିକାଶ ମୂଳକ କାର୍ଯ୍ୟ କରିବେ ସେ ନେଇ ମଧ୍ୟ ଆଲୋଚନା ହୋଇଥିବା ଜଣାପଡିଛି।

cm meeting mp thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.