Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନଡ୍ଡା ଓଡିଶାରେ କେଉଁଠି କେତେବେଳେ କରିବେ ସଭା, ଜାଣନ୍ତୁ ପୁରା ସୂଚନା
ଆଜିର ଖବର

ନଡ୍ଡା ଓଡିଶାରେ କେଉଁଠି କେତେବେଳେ କରିବେ ସଭା, ଜାଣନ୍ତୁ ପୁରା ସୂଚନା

December 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
J P Nadda
ନଡ୍ଡା ଓଡିଶାରେ କେଉଁଠି କେତେବେଳେ କରିବେ ସଭା, ଜାଣନ୍ତୁ ପୁରା ସୂଚନା

ଭୁବନେଶ୍ୱର : ଆସନ୍ତା କାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା। ଗସ୍ତ ଅବସରରେ ଶ୍ରୀ ନଡ୍ଡା କନ୍ଧମାଳ ଓ ପୁରୀ ଲୋକସଭା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଜ୍ୟ ସାଧାରଣ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି।

ରାଷ୍ଠ୍ରୀୟ ସଭାପତି ଶ୍ରୀ ନଡ୍ଡା ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ କନ୍ଧମାଳ ଲୋକସଭା ଓ ବାଲିଗୁଡା ବିଧାନସଭା ମଣ୍ଡଳୀ ଅନ୍ତର୍ଗତ ତୁମୁଡିବନ୍ଧ ଗସ୍ତ କରିବେ। ସେଠାରେ ପୂର୍ବାହ୍ନ ୧୧.୩୦ ସମୟରେ ମିନି ଷ୍ଟାଡିୟମଠାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଯୋଗ ଦେବା ପରେ ଜଳେଶପଟା ଆଶ୍ରମ଼ସ୍ଥିତ ନୂତନ କନ୍ୟାଶ୍ରମକୁ ଉଦ୍‌ଘାଟନ କରିବେ।

ଏହା ପରେ ଶ୍ରୀ ନଡ୍ଡା ପୁରୀ ଲୋକସଭା ଓ ଚିଲିକା ବିଧାନସଭା ଅନ୍ତର୍ଗତ ବାଣପୁର ପଲଟନ୍ ପଡିଆରେ ଅପରାହ୍ନ ୩ଟା ସମୟରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗ ଦେବେ। ଏହା ପରେ ଶ୍ରୀ ନଡ୍ଡା ବାଣପୁରସ୍ଥିତ ମା ଭଗବତୀ ମନ୍ଦିରକୁ ଯାଇ ଦର୍ଶନ କରିବା ପରେ ନାଚୁଣୀସ୍ଥିତ କଲେଜ ଇନଡୋର ଷ୍ଟାଡିୟମରେ କାର୍ଯ୍ୟକର୍ତା ସମ୍ମିଳନୀରେ ଯୋଗ ଦେବେ ବୋଲି ଡ.ଲେଖାଶ୍ରୀ ସୁଚନା ଦେଇଛନ୍ତି।

ଏହା ପରେ ଶ୍ରୀ ନଡ୍ଡା ସଡକ ପଥରେ ଭୁବନେଶ୍ୱର ଫେରି ଆସି ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତନ କରିବେ ବୋଲି ଡ.ଲେଖାଶ୍ରୀ ସୁଚନା କହିଛନ୍ତି।

J P Nadda
Share. Facebook Twitter LinkedIn Email WhatsApp Copy Link

Related Posts

ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

January 7, 2026

କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ

January 7, 2026

Women’s Premier League: MI ଅଧିନାୟକ ହରମନପ୍ରୀତ କୌର ବିଭିନ୍ନ ଟାଇଟେଲ କୁ ଲକ୍ଷ୍ୟ

January 7, 2026

ବାଣପୁର ମାଟିରୁ ଶୁଭାରମ୍ଭ ହେଲା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା

January 7, 2026
Latest News

ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

January 7, 2026

କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ

January 7, 2026

Women’s Premier League: MI ଅଧିନାୟକ ହରମନପ୍ରୀତ କୌର ବିଭିନ୍ନ ଟାଇଟେଲ କୁ ଲକ୍ଷ୍ୟ

January 7, 2026

ବାଣପୁର ମାଟିରୁ ଶୁଭାରମ୍ଭ ହେଲା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା

January 7, 2026

ଆୟୁଷ ଡାକ୍ତରମାନେ କେବଳ ଆର୍ୟୁବେଦ ଔଷଧ ଲେଖପାରିବେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

January 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.