Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING: ଭୁବନେଶ୍ବରରେ ଏକ ସିଏନଜି ଅଟୋରେ ଲାଗିଲା ନିଆଁ, ତାପରେ କଣ ହେଲା ?
ଆଜିର ଖବର

BREAKING: ଭୁବନେଶ୍ବରରେ ଏକ ସିଏନଜି ଅଟୋରେ ଲାଗିଲା ନିଆଁ, ତାପରେ କଣ ହେଲା ?

December 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
CNGAuto
BREAKING: ଭୁବନେଶ୍ବରରେ ଏକ ସିଏନଜି ଅଟୋରେ ଲାଗିଲା ନିଆଁ, ତାପରେ କଣ ହେଲା ?

ଭୁବନେଶ୍ବର: ଆଜି ସଂଧ୍ୟାରେ ଭୁବନେଶ୍ବରରେ ଏକ ସିଏନଜି ଅଟୋରେ ନିଆଁ ଲାଗିଯାଇଛି। ରାସ୍ତା ଉପରେ ଯାଉଥିବା ବେଳେ ଏଥିରେ ନିଆଁ ଲାଗିଯାଇଥିଲା। ଫଳରେ ଅଟୋ ଡ୍ରାଇଭର ଗାଡି ରଖି ଅଟୋରୁ ଓହ୍ଲାଇ ପଡିଥିଲା। ଏହି ଘଟଣାଟି ଭୁବନେଶ୍ବରର ବିଜେବି ନଗରରେ ଥିବା କୋର୍ଟ ଆଗରେ ଘଟିଛି।

ପାଖରେ ଥିବା ଅଗ୍ନିଶମ କର୍ମଚାରୀ ଆସି ତୁରନ୍ତ ଅଟୋ ନିଆଁକୁ ଲିଭାଇବାରେ ସକ୍ଷମ ହୋଇଥିଲେ। ତେବେ ଅଟୋରେ ଥିବା ସିଲିଣ୍ଡରରୁ ଗ୍ୟାସ ଲିକ ହୋଇ ଏହି ନିଆଁ ଲାଗିଥିବାର ଜଣାପଡିଛି। ତେବେ ଏଥିରେ କେହି ମୃତାହତ ହୋଇ ନାହାଁନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Latest News

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.