Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଓଡିଶା ଆସୁଛନ୍ତି ନଡ୍ଡା, କନ୍ଧମାଳ ଓ ପୁରୀ ଲୋକସଭା ଅଞ୍ଚଳରେ କରିବେ ସଭା
ଆଜିର ଖବର

ଆଜି ଓଡିଶା ଆସୁଛନ୍ତି ନଡ୍ଡା, କନ୍ଧମାଳ ଓ ପୁରୀ ଲୋକସଭା ଅଞ୍ଚଳରେ କରିବେ ସଭା

December 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
JPNadda
ଆଜି ଓଡିଶା ଆସୁଛନ୍ତି ନଡ୍ଡା, କନ୍ଧମାଳ ଓ ପୁରୀ ଲୋକସଭା ଅଞ୍ଚଳରେ କରିବେ ସଭା

ଭୁବନେଶ୍ୱର : ଆଜି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା। ଗସ୍ତ ଅବସରରେ ଶ୍ରୀ ନଡ୍ଡା କନ୍ଧମାଳ ଓ ପୁରୀ ଲୋକସଭା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେବେ।

ରାଷ୍ଠ୍ରୀୟ ସଭାପତି ଶ୍ରୀ ନଡ୍ଡା ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ କନ୍ଧମାଳ ଲୋକସଭା ଓ ବାଲିଗୁଡା ବିଧାନସଭା ମଣ୍ଡଳୀ ଅନ୍ତର୍ଗତ ତୁମୁଡିବନ୍ଧ ଗସ୍ତ କରିବେ। ସେଠାରେ ପୂର୍ବାହ୍ନ ୧ ଟା ସମୟରେ ମିନି ଷ୍ଟାଡିୟମଠାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଯୋଗ ଦେବା ପରେ ଜଳେଶପଟା ଆଶ୍ରମ଼ସ୍ଥିତ ନୂତନ କନ୍ୟାଶ୍ରମକୁ ଉଦ୍‌ଘାଟନ କରିବେ।

ଏହା ପରେ ଶ୍ରୀ ନଡ୍ଡା ପୁରୀ ଲୋକସଭା ଓ ଚିଲିକା ବିଧାନସଭା ଅନ୍ତର୍ଗତ ବାଣପୁର ପଲଟନ୍ ପଡିଆରେ ଅପରାହ୍ନ 4 ଟା ସମୟରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗ ଦେବେ। ଏହା ପରେ ଶ୍ରୀ ନଡ୍ଡା ବାଣପୁରସ୍ଥିତ ମା ଭଗବତୀ ମନ୍ଦିରକୁ ଯାଇ ଦର୍ଶନ କରିବା ପରେ ନାଚୁଣୀସ୍ଥିତ କଲେଜ ଇନଡୋର ଷ୍ଟାଡିୟମରେ କାର୍ଯ୍ୟକର୍ତା ସମ୍ମିଳନୀରେ ଯୋଗ ଦେବେ। ସେଥିପାଇଁ ରାଜ୍ୟ ବିଜେପି ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଜେ ପି ନଡ୍ଡା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱିତୀୟ ଦିନିକିଆ ଖେଳିବେ ନାହିଁ କୋହଲି ଏବଂ ରୋହିତ?: ଭିନ୍ନ ଭିନ୍ନ କମ୍ବିନେସନ ଉପରେ କହିଲେ ଗିଲ୍

July 15, 2026

ବଦଳି ଯାଇଛି କି ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସରେ ଲିଙ୍କ ଥିବା ନମ୍ବର?: ଘରେ ବସି କରନ୍ତୁ ଅପଡେଟ

July 15, 2026

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026
Latest News

ଦ୍ୱିତୀୟ ଦିନିକିଆ ଖେଳିବେ ନାହିଁ କୋହଲି ଏବଂ ରୋହିତ?: ଭିନ୍ନ ଭିନ୍ନ କମ୍ବିନେସନ ଉପରେ କହିଲେ ଗିଲ୍

July 15, 2026

ଏବେ ୟୁକେରେ ଏହି ଫସଲକୁ ଟିକସମୁକ୍ତ ବିକ୍ରୟ କରିପାରିବେ ଚାଷୀ: ଜାଣନ୍ତୁ ତାଲିକା

July 15, 2026

ବଦଳି ଯାଇଛି କି ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସରେ ଲିଙ୍କ ଥିବା ନମ୍ବର?: ଘରେ ବସି କରନ୍ତୁ ଅପଡେଟ

July 15, 2026

ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା: ଆଜିଠାରୁ ଶସ୍ତା ହେବ ଅନେକ ସାମଗ୍ରୀ

July 15, 2026

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.