Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁଗୁଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭେଟି ଦେବେ ୧୮୦୫ କୋଟି ଟଙ୍କା
ଆଜିର ଖବର

ଅନୁଗୁଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭେଟି ଦେବେ ୧୮୦୫ କୋଟି ଟଙ୍କା

December 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen Patnaik

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୁଳ ଗସ୍ତରେ ଯାଉଛନ୍ତି। ସେଠାରେ ସେ ଏକ ଜନସଭାକୁ ସମ୍ବୋଧନ କରିବା ସହିତ ୧୮୦୫ କୋଟି ଟଙ୍କାର ମୋଟ ୨୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେହିପରି ମହିଳା ଏସ୍‌ଏଚ୍‌ଜିମାନଙ୍କୁ ମୋଟ ୨୪୨ କୋଟି ଟଙ୍କାର ଋଣ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ।

ଏହା ପରେ ରେଳ ବିଭାଗର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ସେଠାରେ ସେ ତାଳଚେର ବଳରାମ ଦେଇ ଅନୁଗୁଳ ପର୍ଯ୍ୟନ୍ତ ନୂତନ ରେଳପଥ ଉଦ୍‌ଘାଟନ, ସମ୍ବଲପୁର-ସାଲିମାର ଏକ୍ସପ୍ରେସ୍‌ ଟ୍ରେନ୍‌ର ଶୁଭାରମ୍ଭ କରିବେ। ଏହି ଉତ୍ସବରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଖଣି ଓ କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ମଧ୍ୟ ଯୋଗ ଦେବେ।

Share. Facebook Twitter LinkedIn Email WhatsApp Copy Link

Related Posts

ସାରା ଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗର

April 19, 2026

ଅକ୍ଷୟ ତୃତୀୟାରେ ନିଜ ବନ୍ଧୁଙ୍କୁ ଜଣାନ୍ତୁ ଶୁଭେଚ୍ଛା, ବାସ୍ ମୋବାଇଲରେ କପି କରି ପଠାନ୍ତୁ ଏହି ବାର୍ତ୍ତା

April 19, 2026

ଅକ୍ଷୟ ତୃତୀୟା ପାଇଁ ରିଲାଏନ୍ସ ଜୁଏଲ୍ସର ନୂଆ ଅଫର: ଆଜି ଶେଷ ଦିନ

April 19, 2026

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026
Latest News

ସାରା ଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗର

April 19, 2026

ଅକ୍ଷୟ ତୃତୀୟାରେ ନିଜ ବନ୍ଧୁଙ୍କୁ ଜଣାନ୍ତୁ ଶୁଭେଚ୍ଛା, ବାସ୍ ମୋବାଇଲରେ କପି କରି ପଠାନ୍ତୁ ଏହି ବାର୍ତ୍ତା

April 19, 2026

ଅକ୍ଷୟ ତୃତୀୟା ପାଇଁ ରିଲାଏନ୍ସ ଜୁଏଲ୍ସର ନୂଆ ଅଫର: ଆଜି ଶେଷ ଦିନ

April 19, 2026

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.