Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ପଦବୀରୁ ଓହରିଲେ ପିଟର ଓ ନୀଲ୍‌
ଆଜିର ଖବର

ପ୍ରଧାନମନ୍ତ୍ରୀ ପଦବୀରୁ ଓହରିଲେ ପିଟର ଓ ନୀଲ୍‌

May 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପପୁଆ ନ୍ୟୁ ଗିନି ପ୍ରଧାନମନ୍ତ୍ରୀ ପିଟର ଓ ନୀଲ୍‌ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି। ଦୀର୍ଘ ସାତ ବର୍ଷ ଧରି ପ୍ରଧାନମନ୍ତ୍ରୀ ଦାୟିତ୍ବରେ ରହିବା ପରେ ରବିବାର ଦିନ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି ନୀଲ୍‌। ସଂସଦରେ ତାଙ୍କର ବିରୋଧାଭାସ କରାଯିବାରୁ ସେ ନିଜକ ପଦବୀରୁ ଓହରିଥିବା ଅନୁମାନ କରାଯାଉଛି। ନିଲ୍‌ଙ୍କ ପରେ ନୂତନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ବ ଗ୍ରହଣ କରିବେ ସାର୍ ଜୁଲିୟସ୍‌ ଚାନ୍‌। ବିଗତ କିଛି ସପ୍ତାହ ହେବ ଆନ୍ତର୍ଜାତୀୟ ସମୁଦାୟଙ୍କ ସହ କୌଣସି ସମ୍ପର୍କ ରଖୁନଥିବା ପିଟର ଓ ନୀଲ୍‌ କହିଛନ୍ତି, ପପୁଆ ନ୍ୟୁ ଗିନି ପାଇଁ ଏହା ପରିବର୍ତ୍ତନର ସମୟ। ଫ୍ରାନ୍ସ ସହିତ ହୋଇଥିବା ଏକ ପ୍ରାକୃତିକ ଗ୍ୟାସ ରାଜିନାମା ନେଇ ନୀଲ୍‌ଙ୍କୁ ଦଳ ମଧ୍ୟରେ ବିରୋଧ କରାଯାଇଥିଲା। ପିଟର ଓ ନୀଲ୍‌ ୨୦୧୧ରୁ ଏହି ପ୍ରଶାନ୍ତ ମହାସାଗରୀୟ ରାଷ୍ଟ୍ରର ଦାୟିତ୍ବ ଗ୍ରହଣ କରିଛନ୍ତି। ଶୁକ୍ରବାର ନୀଲ୍‌ଙ୍କ ୯ ଜଣ ସହଯୋଗୀ ମଧ୍ୟ ବିପକ୍ଷ ଦଳ ସହିତ ହାତ ମିଶାଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

“ମିଥ୍ୟା ଏବଂ ଭିତ୍ତିହୀନ ଅଭିଯୋଗ…”: ରାହୁଲ ଗାନ୍ଧୀଙ୍କୁ ସ୍ପଷ୍ଟ ଜବାବ ଦେଲେ ନିର୍ବାଚନ କମିଶନ

September 18, 2025

ମେହବୁବା ମୁଫତି, ସଜ୍ଜାଦ ଲୋନ୍ ଫାରୁକ୍ ଗୃହବନ୍ଦୀ: କିନ୍ତୁ କାହିଁକି?

September 18, 2025

“କଂଗ୍ରେସ ଗଡ଼ରେ ଭୋଟରଙ୍କ ନାମ କାଟି ଦିଆଯାଇଛି,” ରାହୁଲ ଗାନ୍ଧୀଙ୍କ ଦାବି, ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା

September 18, 2025

ଭାରତୀୟ ସେନାର ବୃଦ୍ଧି ପାଇବ ଶକ୍ତି, 114ଟି ରାଫେଲ ପାଇଁ ଖୁବ୍ ଶୀଘ୍ର ଚୁକ୍ତି 

September 18, 2025
Latest News

“ମିଥ୍ୟା ଏବଂ ଭିତ୍ତିହୀନ ଅଭିଯୋଗ…”: ରାହୁଲ ଗାନ୍ଧୀଙ୍କୁ ସ୍ପଷ୍ଟ ଜବାବ ଦେଲେ ନିର୍ବାଚନ କମିଶନ

September 18, 2025

ମେହବୁବା ମୁଫତି, ସଜ୍ଜାଦ ଲୋନ୍ ଫାରୁକ୍ ଗୃହବନ୍ଦୀ: କିନ୍ତୁ କାହିଁକି?

September 18, 2025

“କଂଗ୍ରେସ ଗଡ଼ରେ ଭୋଟରଙ୍କ ନାମ କାଟି ଦିଆଯାଇଛି,” ରାହୁଲ ଗାନ୍ଧୀଙ୍କ ଦାବି, ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା

September 18, 2025

ଭାରତୀୟ ସେନାର ବୃଦ୍ଧି ପାଇବ ଶକ୍ତି, 114ଟି ରାଫେଲ ପାଇଁ ଖୁବ୍ ଶୀଘ୍ର ଚୁକ୍ତି 

September 18, 2025

ଆରମ୍ଭ ହେଲା ବିଧାନସଭା, ଶୋକପ୍ରସ୍ତାବ ଆଗତ ପରେ ଗୃହ ଗୋଟିଏ ଦିନ ପାଇଁ ମୁଲତବୀ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.