Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳିଙ୍ଗ ଷ୍ଟାଡିୟମ୍‌ରେ ଫିଫା ଟିମ୍‌ : ଭିତ୍ତିଭୂମି ନେଇ ଅନୁସନ୍ଧାନ
ଆଜିର ଖବର

କଳିଙ୍ଗ ଷ୍ଟାଡିୟମ୍‌ରେ ଫିଫା ଟିମ୍‌ : ଭିତ୍ତିଭୂମି ନେଇ ଅନୁସନ୍ଧାନ

May 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳିଙ୍ଗ ଷ୍ଟାଡିୟମ୍‌ ପରିଦର୍ଶନ କରିଛନ୍ତି ଫିଫାର ଏକ ଟିମ୍‌ । ଫୁଟ୍‌ବଲ୍‌ ନିମନ୍ତେ ଉପଯୁକ୍ତ ଭିତ୍ତିଭୂମି ରହିଛି କି ନାହିଁ ଏହାର ଅନୁସନ୍ଧାନ କରିବା ପକାଇଁ ରବିବାର ଫିଫାର ଏକ ଟିମ୍‌ ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍‌ରେ ପହଞ୍ଚିଛି । 2020ରେ ଫିଫା ପକ୍ଷରୁ ବିଶ୍ବକପ୍‌ କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଛି । 17 ବର୍ଷରୁ କମ୍‌ ବିଶ୍ବକପ୍‌ ଭାରତରେ ଆୟୋଜନ ହେବାକୁ ଥିବା ବେଳେ କଳିଙ୍ଗ ଷ୍ଟାଡିୟମ୍‌ରେ ଏହା ଆୟୋଜିତ ହେବାର ସମ୍ଭାବନା ଅଧିକ ରହିଛି । କଳିଙ୍ଗ ଷ୍ଟାଡିୟମ୍‌ ପୂର୍ବରୁ ଏସିଆନ୍‌ ଗେମ୍ସ ଏବଂ ହକି ବିଶ୍ବକପ୍‌ ପରି ଆନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରିଛି କଳିଙ୍ଗ ଷ୍ଟାଡିୟମ୍‌ ।

Share. Facebook Twitter LinkedIn Email WhatsApp Copy Link

Related Posts

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Latest News

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.