Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟବାସୀଙ୍କୁ ନୂଆବର୍ଷରେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ରାଜ୍ୟବାସୀଙ୍କୁ ନୂଆବର୍ଷରେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

January 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
new year
ରାଜ୍ୟବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Happy New Year 2023: ଆଜି ନୂଆବର୍ଷ ଉପଲକ୍ଷେ ଚାରିଆଡେ ଉତ୍ସବ ମୁଖର ହୋଇ ଉଠିଛି। ବିଭିନ୍ନ ଧର୍ମସ୍ଥାନ, ମନ୍ଦିରରେ ଭିଡ ଲାଗି ରହିଛି। ନୂଆବର୍ଷ କିପରି ଭଲ ହେଉ ସେଥିପାଇଁ ଲୋକମାନେ ଭଗବାନଙ୍କ ଆର୍ଶିବାଦ ଭିକ୍ଷା କରିଛନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ସେ ଟୁଇଟ କରି କହିଛନ୍ତି ଯେ, ‘ସମସ୍ତଙ୍କୁ ଇଂରାଜୀ ନବବର୍ଷ ୨୦୨୩ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି ଓ ସୁଯୋଗ, ସମ୍ଭାବନାର ବର୍ଷ ହେଉ।’

ନବୀନ ପଟ୍ଟନାୟକ ନୂଆବର୍ଷ2023
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.