Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମା’ ଉଗ୍ରତାରାଙ୍କ ଦର୍ଶନ କଲେ ବିଜେପି ରାଜ୍ୟ ସଭାପତି ସମିର ମହାନ୍ତି
ଆଜିର ଖବର

ମା’ ଉଗ୍ରତାରାଙ୍କ ଦର୍ଶନ କଲେ ବିଜେପି ରାଜ୍ୟ ସଭାପତି ସମିର ମହାନ୍ତି

January 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଆଜି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଉଗ୍ରତାରା ପୀଠରେ ପହଞ୍ଚି ମା’ଙ୍କୁ ଦର୍ଶନ କରିଛନ୍ତି। ମା’ ଉଗ୍ରତାରା ମନ୍ଦିର ମଧ୍ୟରେ ପହଞ୍ଚି ମାଙ୍କ ନିକଟରେ ଦିପ ଜାଳି ରାଜ୍ୟ ବାସୀଙ୍କ ଶୁଭ ମନାସିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶ ଧାରାକୁ ଓଡିଶାବାସୀ ସମର୍ଥନ କରିବେ। ଭାରତ ବର୍ଷ ବିଶ୍ୱରେ ଶ୍ରେଷ୍ଠ ହେବ ଏବଂ ଜି୨୦ ଓଡ଼ିଶାରେ କାର୍ଯ୍ୟକାରୀ ହେବ ସେଥିପାଇଁ ମା’ ଉଗ୍ରତାରାଙ୍କ ନିକଟରେ ସେ ଆଶିଷ ଭିକ୍ଷା କରିଛନ୍ତି।

ରାଜନୈତିକ ଦୃଷ୍ଟି କୋଣରୁ ୨୦୧୯ ନିର୍ବାଚନରେ ରାଜ୍ୟବାସୀ ବିପୁଳ ସମର୍ଥନ କରି ବିରୋଧୀ ଦଳରେ ବସାଇଛନ୍ତି। ଆଗାମୀ ଦିନରେ ଓଡ଼ିଶାର ଜନସାଧାରଣ ବିଜେପିକୁ ସମର୍ଥନ କରିବେ ଏବଂ ରାଜ୍ୟରେ କିଭଳି ବିଜେପି ସରକାର କରିବ, ସେଥିପାଇଁ ମା’ ଉଗ୍ରତାରାଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।

ସମୀର ମହାନ୍ତିଙ୍କ ସହିତ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାଳୁ ଖଣ୍ଡାୟତରାୟ, କୃଷକ ମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ରଂଜନ ମଗଂରାଜଙ୍କ ଅନ୍ୟାନ୍ୟ ବରିଷ୍ଠ କର୍ମକର୍ତ୍ତା ଓ ବିଜେପି କର୍ମୀମାନେ ଉପସ୍ଥିତ ଥିଲେ।

ବିଜେପି ରାଜ୍ୟ ସଭାପତି
Share. Facebook Twitter LinkedIn Email WhatsApp Copy Link

Related Posts

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026
Latest News

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.