Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ଥଗିତ ରହିଲା ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ, ଫେବ୍ରୁଆରି ୨ୟ ସପ୍ତାହରେ ପୁଣି ହେବ ଆଲୋଚନା
ଆଜିର ଖବର

ସ୍ଥଗିତ ରହିଲା ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ, ଫେବ୍ରୁଆରି ୨ୟ ସପ୍ତାହରେ ପୁଣି ହେବ ଆଲୋଚନା

January 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁ‌ବନେଶ୍ବର: ଆଜି ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ ସାମୟିକ ଭାବେ ସ୍ଥଗିତ ହୋଇଛି। ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଏହି ଆନ୍ଦୋଳନକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। କିନ୍ତୁ ଏହାକୁ ଫେବ୍ରୁଆରି ୨ୟ ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଏନେଇ ଅଙ୍ଗନବାଡ଼ି କର୍ମୀ ସଂଘ ସଭାପତି ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଅଙ୍ଗନବାଡ଼ି କର୍ମୀମାନଙ୍କ ମଧ୍ୟରେ ଆଜି ଆଲୋଚନା ହୋଇଥିଲା। ଏହି ବୈଠକରେ ଅଙ୍ଗନବାଡ଼ି କର୍ମୀମାନଙ୍କ ୮ ଦଫା ଦାବି ନେଇ ଆଲୋଚନା ହୋଇଥିଲା। ଫେବ୍ରୁଆରି ୨ୟ ସପ୍ତାହରେ ଏହା ଉପରେ ଆଲୋଚନା କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିବା ପରେ ଏହାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଥିଲା। କିନ୍ତୁ ଦାବି ପୂରଣ ନହେଲେ ପୁଣି ରାଜରାସ୍ତାକୁ ଓହ୍ଲାଇବୁ ବୋଲି ସଂଘର ସଭାପତି କହିଥିଲେ।

ଉଲ୍ଲେଖ ଯୋଗ୍ୟ ଯେ, ଦୀର୍ଘ ଦେଢ଼ମାସ ହେବ ଦରମା ବୃଦ୍ଧି ଓ ଅନ୍ୟାନ୍ୟ ସମସ୍ୟା ନେଇ ଅଙ୍ଗନବାଡ଼ି କର୍ମୀମାନେ ଭୁବନେଶ୍ବର ଲୋୟର ପିଏମ୍‌ଜି ସମେତ ରାଜ୍ୟର ଜିଲ୍ଲା ସଦର ମହକୁମା ଓ ବ୍ଲକ କାର୍ଯ୍ୟାଳୟରେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଫଳରେ ଶିଶୁମାନଙ୍କର ପ୍ରାକ ବିଦ୍ୟାଳୟ ଶିକ୍ଷା ପ୍ରଭାବିତ ହୋଇଥିଲା।

ଅଙ୍ଗନବାଡ଼ି କର୍ମୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି, ବୟନ ଶିଳ୍ପ ପାଇଁ ପ୍ରମୁଖ ପ୍ରୋତ୍ସାହନ

February 8, 2026

ଓଡ଼ିଶା ଏଆଇ ପାର୍କ ବିକାଶ ପାଇଁ ୨୦ ହଜାର କୋଟିର ନିବେଶ ପ୍ରସ୍ତାବ

February 8, 2026

ଜାମ୍ମୁ-କାଶ୍ମୀରରେ ବିକାଶମୂଳକ ପ୍ରକଳ୍ପର ଅଗ୍ରଗତିର ଆକଳନ ଲାଗି ବୈଠକ

February 8, 2026

ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଆରମ୍ଭ

February 8, 2026
Latest News

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି, ବୟନ ଶିଳ୍ପ ପାଇଁ ପ୍ରମୁଖ ପ୍ରୋତ୍ସାହନ

February 8, 2026

ଓଡ଼ିଶା ଏଆଇ ପାର୍କ ବିକାଶ ପାଇଁ ୨୦ ହଜାର କୋଟିର ନିବେଶ ପ୍ରସ୍ତାବ

February 8, 2026

ଜାମ୍ମୁ-କାଶ୍ମୀରରେ ବିକାଶମୂଳକ ପ୍ରକଳ୍ପର ଅଗ୍ରଗତିର ଆକଳନ ଲାଗି ବୈଠକ

February 8, 2026

କ୍ୱାଲାଲମ୍ପୁର ଠାରେ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

February 8, 2026

ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଆରମ୍ଭ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.