Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟପାଳଙ୍କୁ ଭେଟିଲେ ନବୀନ : ସରକାର ଗଠନ ପାଇଁ ଦାବି ଜଣାଇଲେ
ଆଜିର ଖବର

ରାଜ୍ୟପାଳଙ୍କୁ ଭେଟିଲେ ନବୀନ : ସରକାର ଗଠନ ପାଇଁ ଦାବି ଜଣାଇଲେ

May 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen pattanaik meets governor ganeshi lal
naveen pattanaik meets governor ganeshi lal

ରାଜ୍ୟରେ ବିଜୁ ଜନତା ଦଳ (ବିଜେଡି) ସ୍ପଷ୍ଟ ବହୁମତ ହାସଲ କରି ସରକାର ଗଠନ କରିବା ସ୍ପଷ୍ଟ ହୋଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟପାଳଙ୍କୁ ଭେଟିଛନ୍ତି। ରବିବାର ବିଧାୟକ ଦଳର ନେତା ଭାବରେ ନିର୍ବାଚିତ ହୋଇଥିବା ନବୀନ ରାଜ୍ୟପାଳ ଡ. ଗଣେଶୀ ଲାଲଙ୍କୁ ଭେଟି ସରକାର ଗଠନର ଦାବି ଉପସ୍ଥାପନ କରିଛନ୍ତି। ଆସନ୍ତା ୨୯ ତାରିଖରେ ନବୀନ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ୧୧୨ ଜଣ ବିଧାୟକଙ୍କ ସମର୍ଥନ ପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରିଛନ୍ତି ନବୀନ। କ୍ରମାଗତ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବା ନବୀନ ପ୍ରଥମ ଥର ପାଇଁ ପ୍ରଦର୍ଶନୀ ପଡିଆରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।

governor meet thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ନୋଏଡାରେ ଭୟାବହ ଅଗ୍ନିକାଣ୍ଡ, ଦୁଇଟି ସ୍ଥାନରେ ଲାଗିଲା ନିଆଁ

June 5, 2026

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026
Latest News

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.