Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୁଷ ହକି ବିଶ୍ୱକପ୍‌ ପାଇଁ ଆସାମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଜଙ୍ଗଲ ମନ୍ତ୍ରୀ ଅମାତ
ଆଜିର ଖବର

ପୁରୁଷ ହକି ବିଶ୍ୱକପ୍‌ ପାଇଁ ଆସାମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଜଙ୍ଗଲ ମନ୍ତ୍ରୀ ଅମାତ

January 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
hockeyIndia
ପୁରୁଷ ହକି ବିଶ୍ୱକପ୍‌ ପାଇଁ ଆସାମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଜଙ୍ଗଲ ମନ୍ତ୍ରୀ ଅମାତ

ଭୁବନେଶ୍ୱର: ଓଡ଼ିଶାରେ ଚଳିତ ମାସ ୧୩ ତାରିଖରୁ ରାଜଧାନୀ ଭୁବନେଶ୍ୱର ଏବଂ ରାଉରକେଲାଠାରେ ଆରମ୍ଭ ହେଉଥିବା ବହୁ ପ୍ରତିକ୍ଷିତ ପୁରୁଷ ହକି ବିଶ୍ୱକପ୍‌-୨୦୨୩ ଉପଲକ୍ଷେ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ତରଫରୁ ରାଜ୍ୟର ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟକୁ ଗସ୍ତ କରିଛନ୍ତି ।

ସେହି ମର୍ମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ଆଜି ପୂର୍ବାହ୍ନରେ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ହେମନ୍ତ ବିଶ୍ୱଶର୍ମାଙ୍କୁ ଦିସ୍‌ପୁରଠାରେ ସାକ୍ଷାତ କରି ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌-୨୦୨୩ରେ ଅତିଥି ଭାବରେ ଯୋଗଦେବା ପାଇଁ ସାଦର ନିମନ୍ତ୍ରଣ କରିଛନ୍ତି ।

ଏହି ସାକ୍ଷାତ ଅବସରରେ ମନ୍ତ୍ରୀ ଶ୍ରୀ ଅମାତ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ବିଶ୍ୱଶର୍ମାଙ୍କୁ ସ୍ୱତନ୍ତ୍ର ଟି-ସାର୍ଟ, ରୌପ୍ୟ ସ୍ମାରକ ପ୍ରଦାନ କରିଛନ୍ତି । ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ବିଶ୍ୱଶର୍ମା ବ୍ୟକ୍ତିଗତ ନିମନ୍ତ୍ରଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଆନ୍ତରିକ ସାଧୁବାଦ ଜଣାଇବା ସହ ହକି ବିଶ୍ୱକପ୍‌ ଆୟୋଜନର ସଫଳତା କାମନା କରିଛନ୍ତି ।

hockey Mens Hockey Worldcup ପୁରୁଷ ହକି ବିଶ୍ୱକପ୍ ହକି
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.