Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରୁ ଉଚ୍ଛେଦ ହେଲା ୧୪୦ ହେକ୍ଟର ଘେରି 
ଆଜିର ଖବର

ଚିଲିକାରୁ ଉଚ୍ଛେଦ ହେଲା ୧୪୦ ହେକ୍ଟର ଘେରି 

January 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଅଭିଯାନ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ରହିଛି। ଏକ ମାସ ମଧ୍ୟରେ ତିନି ଥର ଚିଲିକାରୁ ବେଆଇନ ଘେରି ଉଚ୍ଛେଦ ହୋଇଥିବା ବେଳେ ଆଜି ପୁଣି ଉକ୍ତ ଅଭିଯାନ ଚିଲିକା ମଧ୍ୟରେ ଜାରି ରହିଥିଲା।

ଆଜି ଚିଲିକା ବ୍ଲକ ଅନ୍ତର୍ଗତ ମାନସିଂହଁପୁର ଚିଲିକା ସୀମା ଠାରୁ ମଙ୍ଗଳାଯୋଡି ପର୍ଯ୍ୟନ୍ତ ପ୍ରାୟ ୧୪୦ ହେକ୍ଟର ଅଞ୍ଚଳ ଘେରିମୁକ୍ତ ହୋଇଥିବା ବେଳେ ପାଖାପାଖି ୧୦ କୁଇଣ୍ଟାଲ ଜିରୋ ନେଟ ନଷ୍ଟ କରାଯାଇଛି।

ଉକ୍ତ ଘେରି ଉଚ୍ଛେଦ ଅଭିଯାନରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠି, ଚିଲିକା ତହସିଲଦାର ପ୍ରଦୀପ କୁମାର ସାହୁ, ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକାରୀ ମାନସ ରଞ୍ଜନ ବାରିକ, ଜିଲ୍ଲା ମତ୍ସ୍ୟ ଅଧିକାରୀ ମନୋରଞ୍ଜନ ଦାଶ, ସହ ମତ୍ସ୍ୟ ଅଧିକାରୀ ତ୍ରିଲୋଚନ ସେଠି, ସିଡିଏ କନିଷ୍ଠ ଯନ୍ତ୍ରୀ ଜଗବନ୍ଧୁ ସାହୁ, ସୋରଣ ଆରଆଇ ଭୁବନେଶ୍ୱର ବାରିକ, ଜରିପଡା ଆରଆଇ ଜ୍ୟୋତିନ୍ଦ୍ର ନାଥ ରଥ ଓ ଟିମ ସାମିଲ ଥିଲେ।

ଉଚ୍ଚ ନ୍ୟାୟାଳୟ ଉଚ୍ଛେଦ ହେଲା ଘେରି ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ମନୁଷ୍ୟକୃତ ଜଙ୍ଗଲ ନିଆଁ କ୍ଷେତ୍ରରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

March 21, 2026

୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଉଦଯାପିତ, ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

March 21, 2026

ଅନୁଗୋଳ ଡେରଜାଙ୍ଗ ଡ୍ୟାମ୍‌ରେ ‘ବୋଟିଂ ସୁବିଧା’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

March 21, 2026

Breaking News: ବିଜେଡ଼ି ରୁ ବିଦା ହେଲେ ୬ ବିଧାୟକ

March 21, 2026
Latest News

ମନୁଷ୍ୟକୃତ ଜଙ୍ଗଲ ନିଆଁ କ୍ଷେତ୍ରରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

March 21, 2026

୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଉଦଯାପିତ, ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

March 21, 2026

“ପାକିସ୍ତାନର ପରମାଣୁ ଅସ୍ତ୍ର ଆମେରିକା ପାଇଁ ବିପଦ”: ଆମେରିକୀୟ ସାଂସଦ

March 21, 2026

ଅନୁଗୋଳ ଡେରଜାଙ୍ଗ ଡ୍ୟାମ୍‌ରେ ‘ବୋଟିଂ ସୁବିଧା’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

March 21, 2026

Breaking News: ବିଜେଡ଼ି ରୁ ବିଦା ହେଲେ ୬ ବିଧାୟକ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.