Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାପମାତ୍ରା ଅସହ୍ୟ : ରାଜ୍ୟର ୯ଟି ଜିଲ୍ଲାକୁ ହିଟ୍‌ ଓ୍ବେଭ୍‌ ସତର୍କ ସୂଚନା
ଆଜିର ଖବର

ତାପମାତ୍ରା ଅସହ୍ୟ : ରାଜ୍ୟର ୯ଟି ଜିଲ୍ଲାକୁ ହିଟ୍‌ ଓ୍ବେଭ୍‌ ସତର୍କ ସୂଚନା

May 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
heat wave continues in odisha
heat wave continues in odisha

ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ବୃଦ୍ଧି ପାଉଥିବା ତାପମାତ୍ରାରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ। ଗତକାଲି ରାଜ୍ୟର ଦୁଇଟି ସହର ଟିଟିଲାଗଡ ଏବଂ ବଲାଙ୍ଗୀରରେ ତାପମାତ୍ରା ୪୬ ଡିଗ୍ରୀ ଉପରେ ରହିଥିବା ବେଳେ ଆଜି ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ମିଳିଛି। ଏହି ସ୍ଥିତିକୁ ନଜରରେ ରଖି ୯ଟି ଜିଲ୍ଲାରେ ହିଟ୍ ୱେଭ୍ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ ସମେତ ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୋଳ, ବରଗଡ, ସୋନପୁର, ବଲାଙ୍ଗୀର ଏବଂ ନୂଆପଡାରେ ଏହି ସତର୍କ ସୂଚନା ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ଆସନ୍ତା ୪ଦିନ ଯାଏଁ ପ୍ରବଳ ତାତି ଅନୁଭୂତ ହେବ ବୋଲି ଆକଳନ କରାଯାଇଛି।

heatwave Odisha thesamikhsya warns
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.