Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗଳାରେ ନୁହେଁ ବିହାରରେ ଫିଙ୍ଗାଯାଇଛି ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
ଆଜିର ଖବର

ବଙ୍ଗଳାରେ ନୁହେଁ ବିହାରରେ ଫିଙ୍ଗାଯାଇଛି ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

January 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମମତା ବାନାର୍ଜୀ
ମମତା ବାନାର୍ଜୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଦୁଇ ଟିଏମସି ବିଧାୟକଙ୍କୁ କଲେ ନିଲମ୍ବିତ

କୋଲକାତା: ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଶ୍ଚିମବଙ୍ଗରେ ପଥର ଫିଙ୍ଗାଯାଇଥିବାର ଅଭିଯୋଗ ହୋଇଛି। ଉକ୍ତ ଟ୍ରେନ ଉପରକୁ ଥରେ ନୁହେଁ ଦୁଇ ଦୁଇ ଥର ପଶ୍ଚିମବଙ୍ଗରେ ପଥର ଫିଙ୍ଗାଯାଇଥିବାର ଅଭିଯୋଗ ହୋଇଛି। ଯାହାପରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆଜି ପ୍ରତିକ୍ରିୟା ଆସିଛି। ସେ କହିଛନ୍ତି ଯେ, ବନ୍ଦେ ଭାରତ ଏକ୍ସପ୍ରେସରେ ଫୋପାଡାଯାଇଥିବା ପଥର ପଶ୍ଚିମବଙ୍ଗରେ ନୁହେଁ ବରଂ ପଡୋଶୀ ରାଜ୍ୟ ବିହାରରୁ ହୋଇଛି। ରାଜ୍ୟକୁ ବଦନାମ କରିବା ପାଇଁ ଯେଉଁ ଗଣମାଧ୍ୟମରେ ଏହା ପ୍ରକାଶ କରାଯାଇଛି, ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସେ କହିଛନ୍ତି ଯେ, “ଗତ ତିନି ଦିନ ଧରି ଅନେକ ନ୍ୟୁଜ୍ ଚ୍ୟାନେଲ ବଙ୍ଗଳାକୁ ବଦନାମ କରିଛି। ଭୁଲ ଖବର ପ୍ରଚାର କରି ସେମାନେ ବଙ୍ଗଳାକୁ ଅପମାନିତ କରିଛନ୍ତି। ବର୍ତ୍ତମାନ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହା ବଙ୍ଗଳାରେ ଘଟିନାହିଁ, ଏଭଳି ଘଟଣା ବିହାରରେ ଘଟିଛି। ”

ସେ କହିଛନ୍ତି ଯେ, “ବନ୍ଦେ ଭରତ କିଛି ବିଶେଷ ନୁହେଁ। ଏହା ସମାନ ପୁରୁଣା ରଙ୍ଗୀନ ଟ୍ରେନ୍, କେବଳ ଇଞ୍ଜିନ୍ ନୂତନ ଅଟେ। ପ୍ରକାଶ ଯେ, ହାୱାଡା-ନିୟୁ ଜଲପାଇଗୁଡ଼ି ବନ୍ଦେ ଭାରତ ଏକ୍ସପ୍ରେସକୁ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଉଦଘାଟନ କରାଯିବାର କିଛି ଘଣ୍ଟା ପରେ ଏହା ଉପରକୁ ପଥର ଫିଙ୍ଗାଯାଇଥିଲା।

ପୂର୍ବ ରେଳ ବିବୃତ୍ତି ଅନୁଯାୟୀ ରେଳବାଇ ଦ୍ୱାରା ଆରମ୍ଭ ହୋଇଥିବା ଅନୁସନ୍ଧାନରୁ ଜଣାପଡିଛି ଯେ ବିହାରରେ ମଧ୍ୟ ଏଭଳି ଘଟଣା ଘଟିଛି। ରେଳ ଅଧିକାରୀ ଗୁରୁବାର ଦିନ ଦାବି କରିଛନ୍ତି ଯେ, ଯେଉଁମାନେ ଟ୍ରେନରେ ପଥର ଫିଙ୍ଗିଛନ୍ତି ସେମାନଙ୍କୁ ଚିହ୍ନଟ କରାଯାଇଛି।

ପଶ୍ଚିମବଙ୍ଗ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ବନ୍ଦେ ଭାରତ ଏକ୍ସପ୍ରେସ ମମତା ବାନାର୍ଜୀ
Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026
Latest News

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.