Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସପ୍ତଦଶ ଲୋକସଭାର କନିଷ୍ଠ ସଦସ୍ୟ ଚନ୍ଦ୍ରାଣୀ ମୁର୍ମୁ
ଆଜିର ଖବର

ସପ୍ତଦଶ ଲୋକସଭାର କନିଷ୍ଠ ସଦସ୍ୟ ଚନ୍ଦ୍ରାଣୀ ମୁର୍ମୁ

May 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
chandrani murmu is the youngest mp in the indian parliament
chandrani murmu is the youngest mp in the indian parliament

କେନ୍ଦୁଝର ଆସନରୁ ବିଜୁ ଜନତା ଦଳର ସାଂସଦ ଭାବରେ ନିର୍ବାଚିତ ହୋଇଥିବା ଚନ୍ଦ୍ରାଣୀ ମୁର୍ମୁ ଦେଶର କନିଷ୍ଠତମ ସାଂସଦ ହେବାର ଗୌରବ ହାସଲ କରିଛନ୍ତି। ୨୫ ବର୍ଷ ବୟସ୍କା ଏହି ଇଞ୍ଜିନିୟରିଂ ସ୍ନାତକ ଜଣକ ବିଜେପିର ଅନନ୍ତ ନାୟକଙ୍କୁ ପରାସ୍ତ କରି ସଂସଦକୁ ନିର୍ବାଚିତ ହୋଇଛନ୍ତି। ୨୫ ବର୍ଷ ୧୧ ମାସ ଏବଂ ୯ ଦିନର ଏହି ଯୁବତୀ ଜଣକ ବିଜେପିର ଅନନ୍ତ ନାୟକଙ୍କୁ ୬୬ ହଜାର ୨୦୩ ଭୋଟରେ ପରାସ୍ତ କରି ଲୋକସଭାକୁ ନିର୍ବାଚିତ ହେବା ସହିତ ଦେଶର କନିଷ୍ଠ ସାଂସଦ ହେବାର ଗୌରବ ହାସଲ କରିଛନ୍ତି। ଖଣିଜ ପଦାର୍ଥରେ ଭରପୁର କେନ୍ଦୁଝରରୁ ଆସିଥିବା ମୁର୍ମୁ ବେକାରୀ ସମସ୍ୟା ଦୂରୀକରଣ ତାଙ୍କର ପ୍ରାଥମିକ ଲକ୍ଷ୍ୟ ବୋଲି କହିଛନ୍ତି। ନିଜ ନିର୍ବାଚନ ମଣ୍ଡଳରେ ଶିଳ୍ପ ସ୍ଥାପନର ସୁଯୋଗ ମିଳିଲେ ଏହାକୁ ହାତଛଡା କରିବି ନାହିଁ ବୋଲି ମୁର୍ମୁ କହିଛନ୍ତି। ଏହି ନିର୍ବାଚନ ମଣ୍ଡଳୀରେ ବିଜେଡି ଗତ ଦୁଇଥର ଧରି ବିଜୟୀ ହୋଇଛି।

mp Odisha thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.