Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ମଞ୍ଚେଶ୍ୱର ରେଳଡବା ମରାମତି କାରଖାନା ନୀରିକ୍ଷଣ
ଆଜିର ଖବର

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ମଞ୍ଚେଶ୍ୱର ରେଳଡବା ମରାମତି କାରଖାନା ନୀରିକ୍ଷଣ

January 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଆଜି ରେଳପଥର ବରିଷ୍ଠ ଅଧିକାରୀମାନଙ୍କ ସହିତ ମଞ୍ଚେଶ୍ୱର ସ୍ଥିତ ରେଳଡବା ମରାମତି କାରଖାନା ନୀରିକ୍ଷଣ କରିଛନ୍ତି।

ନୀରିକ୍ଷଣ ସମୟରେ ମହାପ୍ରବନ୍ଧକ କୋଚମାନଙ୍କର ମରାମତି ସମୀକ୍ଷା କରିଥିଲେ।  ଯାତ୍ରୀମାନଙ୍କ ସୁବିଧାଗୁଡ଼ିକର ରକ୍ଷଣାବେକ୍ଷଣ ତଥା ଆଧୁନିକୀକରଣ ଉପରେ ଉନ୍ନତ ମାନର ସିଟ୍, ଚଟାଣ, ଶୌଚାଳୟ ସଫା କରିବା ସହଜ, ଅଗ୍ନି ନିରାପତ୍ତା, ମୋବାଇଲ୍ ଚାର୍ଜିଂ ପଏଣ୍ଟ ଏବଂ ଜରୁରୀକାଳୀନ ଆଲୋକ ଉପରେ ଶ୍ରୀ ସୁନକର ଗୁରୁତ୍ୱାରୋପ କରିଥିଲେ। ଉତ୍ପାଦନ ବୃଦ୍ଧି ପାଇଁ ନିଆଯାଇଥିବା ପ୍ରକ୍ରିୟା ଏବଂ ଗୁଣବତ୍ତା ନିୟନ୍ତ୍ରଣ ପଦକ୍ଷେପ ଗୁଡିକୁ ମଧ୍ୟ ସେ ନିରୀକ୍ଷଣ କରିଥିଲେ।

ଶ୍ରୀ ସୁନକର ମଧ୍ୟ କୋଚ ଗୁଡିକରେ ଆଧୁନିକ ଯାତ୍ରୀ ପରିସେବା ଓ ଅନ୍ୟାନ ସୁବିଧା ଗୁଡିକର ରକ୍ଷଣାବେକ୍ଷଣ ପାଇଁ ସିଟିଆରବି ମାଉଣ୍ଟିଙ୍ଗ ବିଭାଗକୁ ଉଦ୍ଘାଟନ କରିଥିଲେ।

ଟ୍ରେନ କୋଚ ଗୁଡିକରେ ଆଧୁନିକ ଜ୍ଞାନକୌଶଳ ଓ ଯାତ୍ରୀ ପରିସେବା ଯୋଗାଇଦେବା ସହିତ ଯାତ୍ରୀ ମାନଙ୍କୁ ଟ୍ରେନରେ ଯାତ୍ରା ସମୟରେ ଆରାମଦାୟକ ସୁବିଧା ଉପଲବ୍ଧ କରାଇବାକୁ ମାନ୍ୟବର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଗୁରୁତ୍ୱାରୋପ କରିଆସୁଛନ୍ତି।

ପୂର୍ବତଟ ରେଳପଥର ପ୍ରମୁଖ ଯାନ୍ତ୍ରିକ ଯନ୍ତ୍ରୀ ଆର. ରାଜାଗୋପାଳ ଏହି ନୀରିକ୍ଷଣ ସମୟରେ ମହାପ୍ରବନ୍ଧକଙ୍କୁ ସହାୟତା କରିଥିବାବେଳେ ରେଳଡବା ମରାମତି କାରଖାନାର ମୁଖ୍ୟ କାରଖାନା ପ୍ରବନ୍ଧକ (CWM) ଏସ୍ ସି କର ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ପୂର୍ବତଟ ରେଳପଥ ମଞ୍ଚେଶ୍ୱର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.