Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ବାତ ଜ୍ଵର ନିରାକରଣ ଅଭିଯାନ, ୧୦ ଦିନ ଧରି ଚାଲିବ ଔଷଧ ସେବନ କାର୍ଯ୍ୟକ୍ରମ
ଆଜିର ଖବର

ଖୋର୍ଦ୍ଧା: ବାତ ଜ୍ଵର ନିରାକରଣ ଅଭିଯାନ, ୧୦ ଦିନ ଧରି ଚାଲିବ ଔଷଧ ସେବନ କାର୍ଯ୍ୟକ୍ରମ

January 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଆଜି ଫାଇଲେରିଆ ଅଭିଯାନ ସଚେତନତା ନିମନ୍ତେ ଏକ ଜିଲ୍ଲା ସ୍ତରୀୟ ବୈଠକ ଏଡିଏମ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଆର୍ତ୍ତବନ୍ଧୁ ନାୟକ, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଜୀବନ୍ତ କୁମାର ଆଚାର୍ଜୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ତରାଇ, ଜିଲ୍ଲା ମଙ୍ଗଳ ଅଧିକାରୀ ମନୋଜ କୁମାର ନାୟକ, ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣି ସୁଷମା ମହାନ୍ତି ଏବଂ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଫେବୃୟାରୀ ୧୦ ତାରିଖ ଠାରୁ ୧୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସାର୍ବଜନୀନ ବାତ ଜ୍ଵର ଔଷଧ ସେବନ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପାଖାପାଖି ୭୮୯୩ ଆଶାକର୍ମୀ, ଅଙ୍ଗନବାଡି କର୍ମୀ ଓ ସ୍ଵେଚ୍ଛାସେବୀଙ୍କ ଦ୍ଵାରା ଜିଲ୍ଲାରେ ସମସ୍ତ ଜନ ସାଧାରଣଙ୍କୁ ଘର ଘର ବୁଲି ଡ଼ିଇସି ଓ ଆଲବେନଜୋଲ ବଟିକା ଖୁଆ ଯିବାର ଲକ୍ଷ୍ୟ ରଖାଯାଇଛି।

ଖୋର୍ଦ୍ଧା ସଚେତନତା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026

ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ

June 5, 2026

ନୋଏଡାରେ ଭୟାବହ ଅଗ୍ନିକାଣ୍ଡ, ଦୁଇଟି ସ୍ଥାନରେ ଲାଗିଲା ନିଆଁ

June 5, 2026
Latest News

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026

ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.