Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଶିକ୍-ଶିରିଡି ରାଜପଥରେ ବସ୍ ଟ୍ରକ୍ ମଧ୍ୟରେ ଭୀଷଣ ଟକ୍କର, ୧୦ ସାଇ ଭକ୍ତଙ୍କ ମୃତ୍ୟୁ
ଆଜିର ଖବର

ନାଶିକ୍-ଶିରିଡି ରାଜପଥରେ ବସ୍ ଟ୍ରକ୍ ମଧ୍ୟରେ ଭୀଷଣ ଟକ୍କର, ୧୦ ସାଇ ଭକ୍ତଙ୍କ ମୃତ୍ୟୁ

January 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଡ଼ ଦୁର୍ଘଟଣା
ହିମାଚଳରେ ବଡ଼ ଦୁର୍ଘଟଣା: ଖାଇକୁ ଖସିଲା ବସ୍, ୮ ମୃତ, ଅନେକ ଆହତ

ନୂଆଦିଲ୍ଲୀ: ଆଜି ସକାଳେ ମହାରାଷ୍ଟ୍ରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଖବର ଆସୁଛି। ସୂଚନା ଅନୁଯାୟୀ, ଶିରିଡି ରାଜପଥରେ ପାଥେର ନିକଟରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ବସ୍‌ରେ ପ୍ରାୟ ୪୫ ରୁ ୫୦ ଜଣ ଲୋକ ଥିଲେ। ସେଥିମଧ୍ୟରୁ ୧୦ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେହିଭଳି ଅନେକ ଲୋକଙ୍କୁ ଆହତ ହୋଇଥିବା କୁହାଯାଉଛି।

ମୃତ୍ୟୁବରଣ କରିଥିବା ଦଶ ଜଣଙ୍କ ମଧ୍ୟରୁ ୭ ଜଣ ମହିଳା ଏବଂ ତିନି ଜଣ ପୁରୁଷ ଥିବା ଜଣାପଡିଛି। ଆହତମାନଙ୍କୁ ସାଇବାବା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଯେଉଁଥିରେ କିଛି ଆହତଙ୍କ ଅବସ୍ଥା ଗୁରୁତର ରହିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଏବଂ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛନ୍ତି।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ନାଶିକ-ଶିରିଡି ରାଜପଥରେ ବସ୍ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୫-୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ଘଟଣାର ତଦନ୍ତ ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବସ୍-ଟ୍ରକ୍
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.