Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଡ଼କ ସୁରକ୍ଷା ସପ୍ତାହ ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲାରେ ସଚେତନତା ରଥର ଶୁଭାରମ୍ଭ
ଆଜିର ଖବର

ସଡ଼କ ସୁରକ୍ଷା ସପ୍ତାହ ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲାରେ ସଚେତନତା ରଥର ଶୁଭାରମ୍ଭ

January 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ ୩୦ ଟି ସଡକ ରଥ ଓଡିଶା ଦେଇ ସଡକ ସୁରକ୍ଷା ସଚେତନତା ବିସ୍ତାର କରିବ। ଜାତୀୟ ସଡକ ସୁରକ୍ଷା ଚଳଚ୍ଚିତ୍ର ସମ୍ପୃକ୍ତ ଜିଲ୍ଲା ଅନ୍ତର୍ଗତ ଛୋଟ ସହର ଓ ଗ୍ରାମରେ ପ୍ରଦର୍ଶିତ ହେବ। ଏହି ପରିପ୍ରେକ୍ଷୀରେ ଆଜି ସକାଳ ୯.୩୦ ମିନିଟ ସମୟରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଡକ ସୁରକ୍ଷା ସଚେତନତା ପାଇଁ ୨ ଗୋଟି ରଥର ଶୁଭାରମ୍ଭ, ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଉପଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଣି ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ଏବଂ ଜିଲ୍ଲାର ଅନ୍ୟାନ୍ୟ ଅଧିକାରୀଙ୍କ ଉପସ୍ଥିତି ରେ ହୋଇଥିଲା।

ଉକ୍ତ ରଥକୁ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।  ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଭୁବନେଶ୍ୱର ୧ ଓ ୨ ର ଅଧିକାରୀ ବିକାଶ ଚନ୍ଦ୍ର ଚୌଧୁରୀ ଏବଂ ସନତ କୁମାର ଜେନା ପତାକା ଉତ୍ତୋଳନ ସମାରୋହର ଆୟୋଜନ କରିଥିଲେ।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଜିଲ୍ଲା ସଚେତନତା ରଥ ସଡକ ସୁରକ୍ଷା ସପ୍ତାହ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ପର୍ଯ୍ୟଟନ ଦିବସ: ପ୍ରଯୁକ୍ତିବିଦ୍ୟା ଚାଳିତ, ସମାବେଶୀ ଓ ସମୁଦାୟ ନେତୃତ୍ୱାଧୀନ ପର୍ଯ୍ୟଟନ ବିକାଶ ପାଇଁ ଆହ୍ୱାନ

September 27, 2026

ଏସ୍‌ଆଇଆର୍‌ ଅଭିଯୋଗକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

September 27, 2026

୯ କୋଟି ସରକାରୀ ଅର୍ଥ ଆତ୍ମସାତ: ବନ୍ଧା ହେଲେ ଆଉ ୪

September 27, 2026

ସ୍ୱଚ୍ଛତା ନିୟମ ପାଳନକୁ ଅଧିକ ସୁଦୃଢ଼ କଲା ପୂର୍ବତଟ ରେଳପଥ

September 27, 2026
Latest News

ପ୍ରଥମ ଦିନିକିଆରେ ୱେଷ୍ଟଇଣ୍ଡିଜକୁ ୮ ୱିକେଟରେ ହରାଇଲା ଭାରତ, କୋହଲି ଓ ଗିଲଙ୍କ ଶତକ

September 27, 2026

ଏସୀୟ କ୍ରୀଡ଼ା ବକ୍ସିଂରେ ଭାରତର ତିନୋଟି ପଦକ ପକ୍କା

September 27, 2026

ବିଶ୍ୱ ପର୍ଯ୍ୟଟନ ଦିବସ: ପ୍ରଯୁକ୍ତିବିଦ୍ୟା ଚାଳିତ, ସମାବେଶୀ ଓ ସମୁଦାୟ ନେତୃତ୍ୱାଧୀନ ପର୍ଯ୍ୟଟନ ବିକାଶ ପାଇଁ ଆହ୍ୱାନ

September 27, 2026

ଏସ୍‌ଆଇଆର୍‌ ଅଭିଯୋଗକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

September 27, 2026

୯ କୋଟି ସରକାରୀ ଅର୍ଥ ଆତ୍ମସାତ: ବନ୍ଧା ହେଲେ ଆଉ ୪

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.