Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ୟାସକବିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ, ବ୍ୟାସକବିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଆଜିର ଖବର

ବ୍ୟାସକବିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ, ବ୍ୟାସକବିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

January 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Fakir Mohan Senapati
ବ୍ୟାସକବିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ,ବ୍ୟାସକବିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ଜୟନ୍ତୀ ପରିପ୍ରେକ୍ଷୀରେ ଆଜି ସ୍ଥାନୀୟଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଥିବା ବ୍ୟାସକବି ଫକୀରମୋହନ ସେନାପତିଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।

ସୂଚନା ଓ ଲୋକ ସଂପର୍କ ବିଭାଗ ଏବଂ ରାଜ୍ୟସ୍ତରୀୟ ଫକୀରମୋହନ ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର‌୍ୟ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ସାଂସଦ ଶ୍ରୀମତୀ ସୁଲତା ଦେଓ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲଙ୍କ ସମେତ ଅନ୍ୟମାନ୍ୟଗଣ୍ୟ ଅତିଥି, ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନେ ବହୁ ସଂଖ୍ୟାରେ ଯୋଗଦେଇଥିଲେ।

ଏହି ପରିପ୍ରେକ୍ଷୀରେ ବିଧାୟକ ଶ୍ରୀ ସାମଲ ଯୋଗଦେଇ ବ୍ୟାସକବିଙ୍କ ସଂପର୍କରେ ବକ୍ତବ୍ୟ ପ୍ରଦାନ କରି ଓଡିଆା ଭାଷା ଓ ସାହିତ୍ୟର ଉନ୍ନତି ତଥା ଓଡିଆ ଜାତୀୟତା ଆନ୍ଦୋଳନରେ ଫକୀରମୋହନଙ୍କ ଅବଦାନ ଅବିସ୍ମରଣୀୟ ଥିଲା ବୋଲି କହିଥିଲେ।

କାର‌୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୂଚେତା ପ୍ରିୟଦର୍ଶିନୀ ଓ ବିଭାଗର ଅନ୍ୟ ପଦାଧିକାରୀ,ଉତ୍କଳ ସମ୍ମିଳନୀ, ଉଇ ଫର ଭୁବନେଶ୍ୱର ଅନୁଷ୍ଠାନ, ଉତ୍କଳ ବିଶ୍ୱ ବିଦ୍ୟାଳୟ ଓଡିଆ,ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଛାତ୍ରଛାତ୍ରୀ, ରାଜ୍ୟସ୍ତରୀୟ ଫକୀରମୋହନ ସ୍ମୃତି ସଂସଦର କର୍ମକର୍ତ୍ତାମାନେ ଯୋଗଦେଇ ବ୍ୟାସକବିଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

ସୂଚନା ଓ ଲୋକ ସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆ ପାଇଁ ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ନେଲେ ଏହି ପଦକ୍ଷେପ

March 11, 2026

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026
Latest News

ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆ ପାଇଁ ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ନେଲେ ଏହି ପଦକ୍ଷେପ

March 11, 2026

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.