Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁଗୋଳ ଏନଏଚ୍-୫୩ ପାଇଁ ୧୭୪ କୋଟି ମଞ୍ଜୁର: କେନ୍ଦ୍ର ମନ୍ତ୍ରୀ
ଆଜିର ଖବର

ଅନୁଗୋଳ ଏନଏଚ୍-୫୩ ପାଇଁ ୧୭୪ କୋଟି ମଞ୍ଜୁର: କେନ୍ଦ୍ର ମନ୍ତ୍ରୀ

January 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଅନୁଗୋଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ କରିବା ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତୀନ ଗଡକରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଭାଗୀୟ ମନ୍ତ୍ରୀ ଶ୍ରୀ ଗଡକରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଅନୁଗୋଳ ଜିଲ୍ଲା ଏନଏଚ-୫୩ରେ ରେଙ୍ଗାଲି, ବଜ୍ରକୋଟ ଏବଂ ଟାକୁଆରେ ତିନୋଟି ବାଇପାସ ସହ ଜାତୀୟ ରାଜପଥର ସମ୍ପ୍ରସାରଣ ଏବଂ ଦୁଇ ଲେନ୍ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ଅନୁମୋଦନ କରାଯାଇଛି । ଏହି ଜାତୀୟ ରାଜପଥ ପାରାଦୀପ ବନ୍ଦର ସହ ରାଜ୍ୟର ବୃହତ ଶିଳ୍ପାଞ୍ଚଳ ଏବଂ ଖଣି କୋରିଡରକୁ ସଂଯୋଗ କରୁଛି । ରାଜପଥର ସମ୍ପ୍ରସାରଣ ଏବଂ ଉନ୍ନତିକରଣ ଦ୍ୱାରା ଲୋକଙ୍କ ଯାତୟତ ସୁରକ୍ଷିତ ହେବ । ଏହାବ୍ୟତିତ ଏହି ରାଜପଥ ଭାରି ଯାନର ଯାତାୟତ ସହଜ ହେବ ଏବଂ ଏହି ଶିଳ୍ପ କୋରିଡର ତଥା କୋଲ୍ ଇଣ୍ଡିଆ, ଏନଟିପିସି, ଜିନ୍ଦଲ ଷ୍ଟିଲର ସାମାଜିକ ଓ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବ ।

ଶ୍ରୀ ପ୍ରଧାନ କହିଛନ୍ତି ଏନଏଚ ୫୩ର ସମ୍ପ୍ରସାରଣ ଅନୁଗୋଳ ଏବଂସମ୍ବଲପୁର ଜିଲ୍ଲାର ଯାତାୟତକୁ ସୁଗମ କରିବା ସହ ଶିଳ୍ପ କ୍ଷେତ୍ରର ବିକାଶ ହେବା ସଙ୍ଗେସଙ୍ଗେ ସାମାଜିକ ଓ ଆର୍ଥିକ ବିକାଶରେ ଅଭିବୃଦ୍ଧି ଘଟିବ ।

ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

‘ସବକି ଯୋଜନା, ସବକା ବିକାଶ’ର ଶୁଭାରମ୍ଭ: ଦେଶବ୍ୟାପୀ ୨.୪୨ ଲକ୍ଷ ସ୍ୱତନ୍ତ୍ର ଗ୍ରାମସଭା

October 3, 2026

ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା ହକି ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 3, 2026

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026
Latest News

ମିଠି ନଦୀ ସଫେଇ ଦୁର୍ନୀତି ମାମଲା: ଗିରଫ ହେଲେ ଅଭିନେତା ଡିନୋ ମୋରିଆ

October 3, 2026

ଭାରତ ରଚିଲା ନୂଆ ଇତିହାସ: ଚିନାବ ଓ ଅଞ୍ଜି ବ୍ରିଜ୍‌ରେ ୧୦୦ କିମି ବେଗରେ ଦୌଡ଼ିଲା ବନ୍ଦେ ଭାରତ

October 3, 2026

‘ସବକି ଯୋଜନା, ସବକା ବିକାଶ’ର ଶୁଭାରମ୍ଭ: ଦେଶବ୍ୟାପୀ ୨.୪୨ ଲକ୍ଷ ସ୍ୱତନ୍ତ୍ର ଗ୍ରାମସଭା

October 3, 2026

ଲାଲ୍-ବଲ୍ କ୍ରିକେଟ୍‌କୁ ଅଲବିଦା କହିଲେ ଚହଲ: ଅଧୁରା ରହିଗଲା ଟେଷ୍ଟ ସ୍ୱପ୍ନ

October 3, 2026

ରୁଷ ରାଷ୍ଟ୍ରପତିଙ୍କ ପ୍ରଶଂସା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ବିଷୟ: ଅମିତ ଶାହ

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.