Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ସୋଆ’ର ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ୱିୱେର୍ ଇନୋଭେଟିଭ୍ ଷ୍ଟାର୍ଟଅପ୍ ପୁରସ୍କାର
ଆଜିର ଖବର

‘ସୋଆ’ର ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ୱିୱେର୍ ଇନୋଭେଟିଭ୍ ଷ୍ଟାର୍ଟଅପ୍ ପୁରସ୍କାର

January 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ଇନୋଭେସନ୍ ଆଣ୍ଡ ଇନ୍‌କ୍ୟୁବେସନ୍ (ସୋଆ-ସିଆଇଆଇ)ଅଧିନସ୍ଥ ଷ୍ଟାର୍ଟଅପ୍ ୱିୱେର୍‌କୁ ଇନୋଭେଟିଭ୍ ଷ୍ଟାର୍ଟଅପ୍ ପୁରସ୍କାର ପ୍ରଦାନ କରାଯାଇଛି।

ଜାତୀୟ ଷ୍ଟାର୍ଟଅପ୍ ଦିବସ ଅବସରରେ ଷ୍ଟାର୍ଟଅପ୍ ଓଡ଼ିଶା ପକ୍ଷରୁ ଆୟୋଜିତ ଷ୍ଟାର୍ଟଅପ୍ ମେଳାରେ ଏହି ୱିୱେର ଷ୍ଟାର୍ଟଅପ୍ ପ୍ରସ୍ତୁତ କରିଥିବା ସଦସ୍ୟ ତଥା ସୋଆର ଛାତ୍ରଛାତ୍ରୀଙ୍କୁ ଦୁଇଟି ପୁରସ୍କାର ପ୍ରଦାନ କରାଯାଇଛି। ପ୍ରଥମ ପୁରସ୍କାରଟି ହେଉଛି “ ଷ୍ଟୁଡେଂଟ ଇନୋଭେଟିଭ୍‌ସ, ଷ୍ଟୁଡେଂଟ ଏଗ୍‌ଜିବିଟର” ଏବଂ ଦ୍ୱିତୀୟଟି ହେଉଛି “ଆୱାର୍ଡ ଅଫ୍ ରେକଗ୍‌ନାଇଜେସନ୍‌”।

ଛାତ୍ରଛାତ୍ରୀମାନଙ୍କୁ ୧୫ ହଜାର ଟଙ୍କାର ପୁରସ୍କାର ରାଶି, ସିଲ୍ ଓ ଉପଢୌକନ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଛି। ରବିବାର ଏହି ମେଳାରେ ଇଣ୍ଡଷ୍ଟ୍ରୀ ଓ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ପାଇଁ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମରେ ସୋମବାର ଅତିଥି ଭାବେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ, ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ଡକ୍ଟର ସୁବ୍ରତ ବାଗ୍‌ଚୀ ଓ ଷ୍ଟାର୍ଟଅପ୍ ଓଡିଶାର ଅଧ୍ୟକ୍ଷ ଡକ୍ଟର ଓମ୍‌କାର ରାୟ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିଥିଲେ।

ଏହି ଅବସରରେ ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ୱିୱେର୍ ଏବଂ ଏହାର ସଦସ୍ୟ ପୁରୁ ଅନିକେତ୍‌, ବିନିତ ଜନା, ଭୂମିକା ସିଂ, ପ୍ରଥମ ରାଜ, ମୋଦସିର୍ ଅନସାରୀ, ସୋହନ ରାଉତ , ଅତୁଲ ସାହୁ, ପି. ବିଶ୍ୱନାଥ ପାତ୍ର, ଅର୍ଚ୍ଚନା କୁମାର ବୋସ୍‌, ମୋହିତ କୁମାର ସରାଫ୍, ଦେବାଙ୍ଗନ୍ ଚକ୍ରବର୍ତୀଙ୍କୁ ସେମାନଙ୍କର ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ଏହି ଛାତ୍ର୍ରଛାତ୍ରୀମାନେ ପୂର୍ବରୁ ଦୁବାଇରେ ଆୟୋଜିତ ଜିଆଇଟିଇଏକ୍ସ ଗ୍ଳୋବାଲ୍ କାର୍ଯ୍ୟକ୍ରମରେ ସୁପରନୋଭା ଯୁଥ୍ ଏଂଟରପ୍ରିନ୍ୟୁଅର ଆୱାର୍ଡ ପାଇଥିଲେ। ଏହାସହ ଓଡିଶା ହାକାଥନ୍ ଅର୍ଥାତ୍ କୋଡ୍‌ଫର୍ ଓଡିଶା କାର୍ଯ୍ୟକ୍ରମରେ ସେମାନେ ରନର୍ସଅପ୍ ହୋଇଥିଲେ।

ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ଭୋଟର ଅଭିଯାନ: ୩ ଦିନରେ ଗ୍ରହଣ ହେଲା ୩୩,୫୧୫ଟି ଫର୍ମ-୬ ଆବେଦନ

October 10, 2026

ରଣପୁରରେ ମୁଖ୍ୟ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ: SIR ବାତିଲ ଦାବି

October 10, 2026

ପୂର୍ବତଟ ରେଳପଥ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ସହ ଯାତ୍ରୀଙ୍କ ସହ ଜନସମ୍ବାଦ ଜାରି

October 10, 2026

CJP ପ୍ରତିବାଦ: ଦିଲ୍ଲୀ ପୋଲିସକୁ ସମର୍ଥନ କଲେ ପାକିସ୍ତାନୀ କ୍ରିକେଟର

October 10, 2026
Latest News

“ସନ୍ଦେହ ନୁହେଁ, ପ୍ରମାଣ ଦରକାର”: ନିର୍ବାଚନ କମିଶନଙ୍କୁ ସମର୍ଥନ କଲେ ୧୨୪ ଅମଲା

October 10, 2026

ସ୍ୱତନ୍ତ୍ର ଭୋଟର ଅଭିଯାନ: ୩ ଦିନରେ ଗ୍ରହଣ ହେଲା ୩୩,୫୧୫ଟି ଫର୍ମ-୬ ଆବେଦନ

October 10, 2026

ରଣପୁରରେ ମୁଖ୍ୟ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ: SIR ବାତିଲ ଦାବି

October 10, 2026

ପୂର୍ବତଟ ରେଳପଥ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ସହ ଯାତ୍ରୀଙ୍କ ସହ ଜନସମ୍ବାଦ ଜାରି

October 10, 2026

CJP ପ୍ରତିବାଦ: ଦିଲ୍ଲୀ ପୋଲିସକୁ ସମର୍ଥନ କଲେ ପାକିସ୍ତାନୀ କ୍ରିକେଟର

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.