Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୯ ମୃତ
ଆଜିର ଖବର

କାର ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୯ ମୃତ

January 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଆଜି ସକାଳେ ମୁମ୍ବାଇ-ଗୋଆ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। କାର ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଜଣେ ଶିଶୁ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି। ପୋଲିସର ସୂଚନାନୁସାରେ, ସକାଳ ପ୍ରାୟ ୫ ଟା ସମୟରେ ମାନଗାଓଁ ନିକଟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ପୋଲିସ କହିଛି ଯେ, ଟ୍ରକଟି ମୁମ୍ବାଇ ଆଡକୁ ଯାଉଥିବା ବେଳେ କାରଟି ରତ୍ନାଗିରି ଜିଲ୍ଲାର ଗୁହାଗର ଆଡକୁ ଯାଉଥିଲା।

ମୃତକଙ୍କ ମଧ୍ୟରେ ପାଞ୍ଚ ଜଣ ପୁରୁଷ ଏବଂ ୪ ଜଣ ମହିଳା ଅଛନ୍ତି। ଏହି ଦୁର୍ଘଟଣାରେ ଆହତ ଶିଶୁକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ପୋଲିସ କହିଛି। ବର୍ତ୍ତମାନ ରାଜପଥରେ ଟ୍ରାଫିକ୍ ପୁନଃସ୍ଥାପିତ ହୋଇଛି ଏବଂ ଘଟଣାର ତଦନ୍ତ କରାଯାଉଛି ବୋଲି ପୋଲିସ ସୂଚନା ଦେଇଛି। ମୃତଦେହକୁ ମାନଗାଓଁ ଉପଜିଲ୍ଲା ଡାକ୍ତରଖାନାକୁ ନିଆଯାଇଛି। ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ଅଛନ୍ତି।

ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026
Latest News

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.