Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିକ୍କିମ୍‌ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପିସି ଗୋଲେ
ଆଜିର ଖବର

ସିକ୍କିମ୍‌ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପିସି ଗୋଲେ

May 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚାର ସଭାପତି ପ୍ରେମ୍‌ ସିଂ ତମାଙ୍ଗ ବା ପିସି ଗୋଲେ ସିକ୍କିମ୍‌ର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମେ ୨୭ତାରିଖରେ ସିକ୍କିମ୍‌ର ପଲଜୋର୍‌ ଷ୍ଟାଡିୟମ୍‌ରେ ଶପଥ ଗ୍ରହଣ କରିଛନ୍ତି ପିସି ଗୋଲେ। ରାଜ୍ୟପାଳ ଗଙ୍ଗା ପ୍ରସାଦ ପଲ୍‌ଜୋର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଗୋଲେଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ଗୋଲେ ବର୍ତ୍ତମାନ ବିଧାନସଭାର ସଦସ୍ୟ ନାହାନ୍ତି। ଚଳିତ ନିର୍ବାଚନରେ ଗୋଲେ ପ୍ରତିଦ୍ବନ୍ଦିତା କରିନଥିଲେ। ଶତାଧିକ ଦଳୀୟ କର୍ମୀଙ୍କ ଉପସ୍ଥିତିରେ ଗୋଲେ ଶପଥ ଗ୍ରହଣ କରିଥିଲେ। ସିକ୍କିମ୍‌ ଡେମୋକ୍ରାଟିକ୍‌ ଫ୍ରଣ୍ଟର ମୁଖ୍ୟମନ୍ତ୍ରୀ ପଓ୍ବନ୍‌ କୁମାର ଚାମ୍‌ଲିଙ୍ଗଙ୍କୁ ପରାସ୍ତ କରି ସରକାର ଗଠନ କରିଛି ସିକିମ୍ କ୍ରାନ୍ତିକାରୀ ମୋର୍ଚ୍ଚା। ୩୨ ଆସନ ବିଶିଷ୍ଟ ସିକ୍କିମ୍‌ ବିଧାନସଭାରୁ ଏସ୍‌ଡିଏଫ୍‌ ୧୫ଟି ଆସନ ହାସଲ କରିଥିବା ବେଳେ କ୍ରାନ୍ତିକାରୀ ମୋର୍ଚ୍ଚା ୧୭ଟି ଆସନ ସହିତ ସରକାର ଗଠନ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

“ମିଥ୍ୟା ଏବଂ ଭିତ୍ତିହୀନ ଅଭିଯୋଗ…”: ରାହୁଲ ଗାନ୍ଧୀଙ୍କୁ ସ୍ପଷ୍ଟ ଜବାବ ଦେଲେ ନିର୍ବାଚନ କମିଶନ

September 18, 2025

ମେହବୁବା ମୁଫତି, ସଜ୍ଜାଦ ଲୋନ୍ ଫାରୁକ୍ ଗୃହବନ୍ଦୀ: କିନ୍ତୁ କାହିଁକି?

September 18, 2025

“କଂଗ୍ରେସ ଗଡ଼ରେ ଭୋଟରଙ୍କ ନାମ କାଟି ଦିଆଯାଇଛି,” ରାହୁଲ ଗାନ୍ଧୀଙ୍କ ଦାବି, ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା

September 18, 2025

ଭାରତୀୟ ସେନାର ବୃଦ୍ଧି ପାଇବ ଶକ୍ତି, 114ଟି ରାଫେଲ ପାଇଁ ଖୁବ୍ ଶୀଘ୍ର ଚୁକ୍ତି 

September 18, 2025
Latest News

“ମିଥ୍ୟା ଏବଂ ଭିତ୍ତିହୀନ ଅଭିଯୋଗ…”: ରାହୁଲ ଗାନ୍ଧୀଙ୍କୁ ସ୍ପଷ୍ଟ ଜବାବ ଦେଲେ ନିର୍ବାଚନ କମିଶନ

September 18, 2025

ମେହବୁବା ମୁଫତି, ସଜ୍ଜାଦ ଲୋନ୍ ଫାରୁକ୍ ଗୃହବନ୍ଦୀ: କିନ୍ତୁ କାହିଁକି?

September 18, 2025

“କଂଗ୍ରେସ ଗଡ଼ରେ ଭୋଟରଙ୍କ ନାମ କାଟି ଦିଆଯାଇଛି,” ରାହୁଲ ଗାନ୍ଧୀଙ୍କ ଦାବି, ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା

September 18, 2025

ଭାରତୀୟ ସେନାର ବୃଦ୍ଧି ପାଇବ ଶକ୍ତି, 114ଟି ରାଫେଲ ପାଇଁ ଖୁବ୍ ଶୀଘ୍ର ଚୁକ୍ତି 

September 18, 2025

ଆରମ୍ଭ ହେଲା ବିଧାନସଭା, ଶୋକପ୍ରସ୍ତାବ ଆଗତ ପରେ ଗୃହ ଗୋଟିଏ ଦିନ ପାଇଁ ମୁଲତବୀ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.