Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିକ୍କିମ୍‌ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପିସି ଗୋଲେ
ଆଜିର ଖବର

ସିକ୍କିମ୍‌ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପିସି ଗୋଲେ

May 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚାର ସଭାପତି ପ୍ରେମ୍‌ ସିଂ ତମାଙ୍ଗ ବା ପିସି ଗୋଲେ ସିକ୍କିମ୍‌ର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମେ ୨୭ତାରିଖରେ ସିକ୍କିମ୍‌ର ପଲଜୋର୍‌ ଷ୍ଟାଡିୟମ୍‌ରେ ଶପଥ ଗ୍ରହଣ କରିଛନ୍ତି ପିସି ଗୋଲେ। ରାଜ୍ୟପାଳ ଗଙ୍ଗା ପ୍ରସାଦ ପଲ୍‌ଜୋର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଗୋଲେଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ଗୋଲେ ବର୍ତ୍ତମାନ ବିଧାନସଭାର ସଦସ୍ୟ ନାହାନ୍ତି। ଚଳିତ ନିର୍ବାଚନରେ ଗୋଲେ ପ୍ରତିଦ୍ବନ୍ଦିତା କରିନଥିଲେ। ଶତାଧିକ ଦଳୀୟ କର୍ମୀଙ୍କ ଉପସ୍ଥିତିରେ ଗୋଲେ ଶପଥ ଗ୍ରହଣ କରିଥିଲେ। ସିକ୍କିମ୍‌ ଡେମୋକ୍ରାଟିକ୍‌ ଫ୍ରଣ୍ଟର ମୁଖ୍ୟମନ୍ତ୍ରୀ ପଓ୍ବନ୍‌ କୁମାର ଚାମ୍‌ଲିଙ୍ଗଙ୍କୁ ପରାସ୍ତ କରି ସରକାର ଗଠନ କରିଛି ସିକିମ୍ କ୍ରାନ୍ତିକାରୀ ମୋର୍ଚ୍ଚା। ୩୨ ଆସନ ବିଶିଷ୍ଟ ସିକ୍କିମ୍‌ ବିଧାନସଭାରୁ ଏସ୍‌ଡିଏଫ୍‌ ୧୫ଟି ଆସନ ହାସଲ କରିଥିବା ବେଳେ କ୍ରାନ୍ତିକାରୀ ମୋର୍ଚ୍ଚା ୧୭ଟି ଆସନ ସହିତ ସରକାର ଗଠନ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

March 21, 2026

ଅଗ୍ନି ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

March 21, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026
Latest News

ଆଗାମୀ ୫ ବର୍ଷ ମଧ୍ୟରେ ରାଜ୍ୟରେ ହେବ ୧୫,୦୦୦ କିଲୋମିଟର ବିଶ୍ୱସ୍ତରୀୟ ରାସ୍ତା, ପୂର୍ତ୍ତମନ୍ତ୍ରୀ

March 21, 2026

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

March 21, 2026

ଅଗ୍ନି ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

March 21, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.